ପ୍ରେରିତ 23:34 - ପବିତ୍ର ବାଇବଲ34 ରାଜ୍ୟପାଳ ପତ୍ର ପଢ଼ି ପାଉଲ କେଉଁ ପ୍ରଦେଶର ଲୋକ ବୋଲି ପଗ୍ଭରିଲେ। ସେ ଜାଣିବାକୁ ପାଇଲେ ଯେ ପାଉଲ କିଲିକିଆର ଲୋକ। Gade chapit laପବିତ୍ର ବାଇବଲ (Re-edited) - (BSI)34 ସେ ପତ୍ରଟି ପାଠ କଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ, Gade chapit laଓଡିଆ ବାଇବେଲ34 ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିଆର ଲୋକ, ଏହା ଜାଣି ସେ କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)34 ରାଜ୍ୟପାଳ ପତ୍ରଟି ପଢ଼ି ପାଉଲଙ୍କୁ କେଉଁ ପ୍ରଦେଶରୁ ଆସିଛନ୍ତି ବୋଲି ପଚାରିଲେ। ପାଉଲ ସିଲିଷୀଆର ବୋଲି ଜାଣି Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ସେ ଚିଠିଟି ପଢ଼ିଲା ଉତ୍ତାରେ, ସେ କେଉଁ ପ୍ରଦେଶର ଲୋକ ବୋଲି ପଚାରିଲେ; ପୁଣି, ସେ ଯେ କିଲିକିୟାର ଲୋକ, ଏହା ଜାଣି ସେ କହିଲେ, Gade chapit la |
ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତେଇଶ୍ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖୟର ଆଜ୍ଞା ଅନୁସାରେ ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷାରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ। ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲେଖାଗଲା।