ପ୍ରେରିତ 23:6 - ପବିତ୍ର ବାଇବଲ6 ସଭାରେ ସେମାନଙ୍କ ଭିତରୁ କେତେକ ଲୋକ ସାଦ୍ଦୂକୀ ଓ ଅନ୍ୟ କେତେକ ଫାରୂଶୀ ମଧ୍ୟ ଥିଲେ। ଏହା ପାଉଲ ଜାଣି ପାରିଲେ। ତେଣୁ ସେ ଖୁବ୍ ଜୋର୍ରେ କହିଲେ, “ହେ ଭାଇମାନେ, ମୁଁ ଜଣେ ଫାରୂଶୀ ଓ ମୋ’ ପିତା ମଧ୍ୟ ଫାରୂଶୀ ଥିଲେ। ମୁଁ ଲୋକମାନଙ୍କର ମୃତ୍ୟୁରୁ ପୁନରୁତ୍ଥାନରେ ବିଶ୍ୱାସ କରେ। ଏହି ବିଶ୍ୱାସ ପାଇଁ ମୁଁ ଆଜି ଏଠାରେ ଏହି ବିଗ୍ଭରର ସମ୍ମୁଖୀନ ହେଉଛି।” Gade chapit laପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ଵରରେ କହିଲେ, ଭ୍ରାତୃବୃନ୍ଦ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍, ମୃତମାନଙ୍କ ପୁନରୁତ୍ଥାନ ସମ୍ଵନ୍ଧରେ ମୁଁ ବିଚାରିତ ହେଉଅଛି। Gade chapit laଓଡିଆ ବାଇବେଲ6 ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି । Gade chapit laପବିତ୍ର ବାଇବଲ (CL) NT (BSI)6 ଇହୁଦୀମାନଙ୍କ ଦଳରେ କେତେକ ଫାରୁଶୀ ଓ ଆଉ କେତେକ ସାଦ୍ଦୁକୀ ଥିବାର ଦେଖି ପାଉଲ ମହାସଭାକୁ ଆହ୍ୱାନ କରି କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ, ମୁଁ ଜଣେ ଫାରୁଶୀ, ଫାରୁଶୀ ବଂଶରେ ମୋର ଜନ୍ମ। ମୃତମାନଙ୍କ ପୁନରୁତ୍ଥାନରେ ମୁଁ ବିଶ୍ୱାସ କରିବା ହେତୁ ଏଠାରେ ମୋର ବିଚାର କରାଯାଉଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି। Gade chapit la |
ତହିଁ ଆର ଦିନ ସେନାଧ୍ୟକ୍ଷ ଜାଣିବା ପାଇଁ ଗ୍ଭହିଁଲେ, ଯିହୂଦୀମାନେ ପ୍ରକୃତରେ ପାଉଲଙ୍କ ବିରୁଦ୍ଧରେ କ’ଣ ଦୋଷାରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରିଦେଲେ ଏବଂ ଯିହୂଦୀ ମୁଖ୍ୟ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହେବାକୁ ଆଦେଶ ଦେଲେ। ତା'ପରେ ସେନାଧ୍ୟକ୍ଷ ପାଉଲଙ୍କର ଶିକୁଳି ଖୋଲି ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖରେ ବିଗ୍ଭର ପାଇଁ ଠିଆ କରାଇଲେ।
ତେଣୁ ତୁମ୍ଭେ ଆମ୍ଭ ପାଇଁ ଏହି କାମ କରିବ। ତୁମ୍ଭେ ନିଜ ତରଫରୁ ସେନାଧ୍ୟକ୍ଷ ଓ ସମସ୍ତ ଯିହୂଦୀୟ ନେତାମାନଙ୍କ ପାଖକୁ ସମ୍ବାଦ ଦେବ। ତୁମ୍ଭେ ସେନାଧ୍ୟକ୍ଷଙ୍କୁ କହିବ ଯେ ତୁମ୍ଭେ ପାଉଲଙ୍କୁ ବାହାରକୁ ଆଣିବା ପାଇଁ ଗ୍ଭହଁ, କାରଣ ତୁମ୍ଭର ତାହାଙ୍କୁ ଅନେକ ପ୍ରଶ୍ନ ପଗ୍ଭରିବାର ଅଛି। ଆମ୍ଭେ ତାହାଙ୍କୁ ଏଠାରେ ପହଞ୍ଚିବା ପୂର୍ବରୁ ବାଟରେ ହତ୍ୟା କରିବା ପାଇଁ ପ୍ରସ୍ତୁତ ଅଛୁ।”