Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:8 - ପବିତ୍ର ବାଇବଲ

8 ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ମୃତ ଲୋକମାନଙ୍କର ପୁନରୁ‌‌ତ୍‌‌ଥାନ ହୁଏ ନାହିଁ କି କୌଣସି ସ୍ୱର୍ଗଦୂତ କିଅବା ଆତ୍ମା କେହି ନାହାନ୍ତି। କିନ୍ତୁ ଫାରୂଶୀମାନେ ଏ ଦୁଇଟି ବିଷୟକୁ ବିଶ୍ୱାସ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ ନାହିଁ, କିମ୍ଵା ଦୂତ ଅବା ଆତ୍ମା ନାହିଁ ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ଵୀକାର କରନ୍ତି।

Gade chapit la Kopi

ଓଡିଆ ବାଇବେଲ

8 କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାଁନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 (କାରଣ ସାଦ୍ଦୁକୀମାନଙ୍କ ମତରେ ମୃତମାନଙ୍କ ପୁନରୁତ୍ଥାନ ନାହିଁ, ସ୍ୱର୍ଗଦୂତ ବା ଆତ୍ମାମାନଙ୍କର ଅସ୍ତିତ୍ୱ ନାହିଁ; କିନ୍ତୁ ଫାରୁଶୀମାନେ ଏହି ତିନୋଟି ବିଷୟରେ ବିଶ୍ୱାସ କରନ୍ତି।)

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି।

Gade chapit la Kopi




ପ୍ରେରିତ 23:8
6 Referans Kwoze  

କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି ଯେ ଲୋକେ ମୃତ୍ୟୁରୁ ପୁଣି ବଞ୍ଚି ଉଠି ପାରିବେ ନାହିଁ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ,


ସେହି ଦିନ କେତେକ ସାଦ୍ଦୂକୀ ଯୀଶୁଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ବିଶ୍ୱାସ କରନ୍ତି, ଯେ ଲୋକେ ମୃତ୍ୟୁରୁ ପୁନର୍ଜୀବିତ ହୁଅନ୍ତି ନାହିଁ। ସାଦ୍ଦୂକୀମାନେ ଯୀଶୁଙ୍କୁ ଗୋଟିଏ ପ୍ରଶ୍ନ ପଗ୍ଭରିଲେ।


ତା'ପରେ କେତେକ ସାଦ୍ଦୂକୀ ତାହାଙ୍କ ପାଖକୁ ଆସିଲେ। ସାଦ୍ଦୂକୀମାନେ ଦାବୀ କରନ୍ତି ଯେ, ମଣିଷ ମୃତ୍ୟୁପରେ ପୁନରୁ‌ତ୍‌ଥାନ ହେବ ନାହିଁ।


ପିତର ଓ ଯୋହନ ଲୋକମାନଙ୍କ ସହ କଥାବାର୍ତ୍ତା କରୁଥିବା ସମୟରେ କେତେକ ଲୋକ ସେମାନଙ୍କ ପାଖକୁ ଆସିଲେ। ସେମାନେ ଯାଜକ, ମନ୍ଦିରର ଜଗୁଆଳୀମାନଙ୍କ ସେନାପତି ଓ କେତେକ ସାଦ୍ଦୂକୀ ଥିଲେ।


ପାଉଲ ଏପରି କହିବା ମାତ୍ରେ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବହୁତ ତର୍କ-ବିତର୍କ ହେଲା। ସଭା ଦୁଇ ଦଳରେ ଭାଗ ହୋଇଗଲା।


ଯୀଶୁ ଖ୍ରୀଷ୍ଟ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇଥିଲେ, ଏହା ପ୍ରଗ୍ଭରିତ ହୋଇଛି, ତା'ହେଲେ ତୁମ୍ଭମାନଙ୍କ ମଧ୍ୟରୁ କେତେଜଣ କାହିଁକି କୁହନ୍ତି ଯେ, ଲୋକେ ମୃତ୍ୟୁରୁ ଉ‌ତ୍‌‌ଥିତ ହୋଇପାରିବେ ନାହିଁ।


Swiv nou:

Piblisite


Piblisite