ପ୍ରେରିତ 24:11 - ପବିତ୍ର ବାଇବଲ11 ଆପଣ ନିଜେ ଜାଣି ପାରିବେ ଯେ ମୁଁ କେବଳ ଉପାସନା କରିବା ପାଇଁ ମାତ୍ର ବାରଦିନ ପୂର୍ବରୁ ଯିରୁଶାଲମରେ ପହଞ୍ଚିଥିଲି। Gade chapit laପବିତ୍ର ବାଇବଲ (Re-edited) - (BSI)11 ବାର ଦିନରୁ ଅଧିକ ହେବ ନାହିଁ ମୁଁ ଯେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି। Gade chapit laଓଡିଆ ବାଇବେଲ11 ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି Gade chapit laପବିତ୍ର ବାଇବଲ (CL) NT (BSI)11 ଆପଣ ନିଜେ ଅନୁସନ୍ଧାନ କରି ଜାଣିପାରିବେ ଯେ, ପ୍ରାୟ ବାର ଦିନ ତଳେ ମୁଁ ଯିରୂଶାଲମକୁ ଉପାସନା କରିବାକୁ ଯାଇଥିଲି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ବାର ଦିନରୁ ଅଧିକ ହେବ ନାହିଁ ମୁଁ ଉପାସନା କରିବା ନିମନ୍ତେ ଯିରୂଶାଲମ ସହରକୁ ଯାଇଥିଲି, ଏହା ଆପଣ ଜାଣି ପାରନ୍ତି Gade chapit la |
ତହିଁ ଆର ଦିନ ସେନାଧ୍ୟକ୍ଷ ଜାଣିବା ପାଇଁ ଗ୍ଭହିଁଲେ, ଯିହୂଦୀମାନେ ପ୍ରକୃତରେ ପାଉଲଙ୍କ ବିରୁଦ୍ଧରେ କ’ଣ ଦୋଷାରୋପ କରୁଥିଲେ। ତେଣୁ ସେ ପାଉଲଙ୍କୁ ମୁକ୍ତ କରିଦେଲେ ଏବଂ ଯିହୂଦୀ ମୁଖ୍ୟ ଯାଜକମାନଙ୍କୁ ଓ ସମଗ୍ର ଯିହୂଦୀ ମହାସଭା ଏକାଠି ହେବାକୁ ଆଦେଶ ଦେଲେ। ତା'ପରେ ସେନାଧ୍ୟକ୍ଷ ପାଉଲଙ୍କର ଶିକୁଳି ଖୋଲି ଦେଲେ। ସେ ପାଉଲଙ୍କୁ ମହାସଭା ସମ୍ମୁଖରେ ବିଗ୍ଭର ପାଇଁ ଠିଆ କରାଇଲେ।