Biblia Todo Logo
Bib sou entènèt

- Piblisite -




ପ୍ରେରିତ 24:15 - ପବିତ୍ର ବାଇବଲ

15 ଏହି ବ୍ୟକ୍ତିମାନଙ୍କ ଭଳି, ମୁଁ ମଧ୍ୟ ପରମେଶ୍ୱରଙ୍କଠାରେ ଏହି ଭରସା ରଖିଛି ଯେ, ଉଭୟ ଉତ୍ତମ ଓ ଦୁଷ୍ଟ ଲୋକମାନଙ୍କର ମୃତ୍ୟୁରୁ ପୁନରୁ‌‌ତ୍‌‌ଥାନ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ଵରଙ୍କଠାରେ ସେହିପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ଵୀକାର କରୁଅଛି।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏମାନଙ୍କ ଭଳି ପ୍ରଭୁଙ୍କଠାରେ ମୋର ସେହି ଏକ ଭରସା ଯେ, ଭଲ ଓ ଖଳ ଲୋକ ସମସ୍ତେ ମୃତ୍ୟୁରୁ ଉତ୍ଥିତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।

Gade chapit la Kopi




ପ୍ରେରିତ 24:15
16 Referans Kwoze  

ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସେମାନଙ୍କ ମଧ୍ୟରୁ ଅନେକ ଜାଗି ଉଠିବେ। କେତେକ ଅନନ୍ତ ଜୀବନ, କେତେକ ଲଜ୍ଜା ଓ କେତେକ ଚିର ଅପମାନ ଭୋଗ ପାଇଁ ଉଠିବେ।


ଏହି ପ୍ରଥମ ପୁନରୁ‌ତ୍‌‌ଥାନରେ ଯେଉଁମାନେ ଅଂଶୀ ହୁଅନ୍ତି, ସେମାନେ ଧନ୍ୟ ଓ ପବିତ୍ର। ଏମାନଙ୍କ ଉପରେ ଦ୍ୱିତୀୟ ମୃତ୍ୟୁର କୌଣସି କ୍ଷମତା ନାହିଁ। ସେହି ଲୋକମାନେ ପରମେଶ୍ୱରଙ୍କର ଓ ଖ୍ରୀଷ୍ଟଙ୍କର ଯାଜକ ହେବେ। ସେମାନେ ତାହାଙ୍କ ସହିତ ଏକହଜାର ବର୍ଷ ପର୍ଯ୍ୟନ୍ତ ଶାସନ କରିବେ।


ସେ ସ୍ୱର୍ଗରୁ ଆସିବେ ଏବଂ ଯେଉଁ ଶକ୍ତି ବଳରେ ସବୁ ବିଷୟକୁ ନିଜ ଅଧୀନସ୍ଥ କରନ୍ତି, ସେହି ଶକ୍ତି ବଳରେ ସେ ଆମ୍ଭର ହେୟ, ଦେହଗୁଡ଼ିକୁ ପରିବର୍ତ୍ତନ କରି ତାଙ୍କ ନିଜର ଦେହ ଭଳି ଗୌରବମୟ କରିଦେବେ।


ମୁଁ କେବଳ ଗୋଟିଏ କଥା ସେମାନଙ୍କ ମଧ୍ୟରେ ଠିଆ ହୋଇ ଜୋ‌ର୍‌‌ରେ କହିଥିଲି ଯେ, ‘ମୃତ୍ୟୁରୁ ଲୋକମାନଙ୍କର ପୁନରୁ‌‌ତ୍‌‌ଥାନ ହେବ ବୋଲି ବିଶ୍ୱାସ କରୁଥିବାରୁ ମୋର ଆଜି ସଭା ସମ୍ମୁଖରେ ବିଗ୍ଭର ହେଉଛି।’”


“ତା'ପରେ ଏହି ଲୋକଗୁଡ଼ିକ ଗ୍ଭଲିଯିବେ, ସେମାନଙ୍କୁ ସବୁ ଦିନ ପାଇଁ ଦଣ୍ଡ ଭୋଗିବାକୁ ପଡ଼ିବ। କିନ୍ତୁ ଭଲ ଲୋକମାନେ ଅନନ୍ତ ଜୀବନ ଲାଭ କରିବେ।”


ଏ ଲୋକମାନଙ୍କର କିଛି ନ ଥିବାରୁ ସେମାନେ ତୁମ୍ଭକୁ ପ୍ରତିବଦଳରେ କିଛି ଦେଇ ପାରିବେ ନାହିଁ। ତେଣୁ ଏହା ତୁମ୍ଭପାଇଁ ଆଶୀର୍ବାଦଜନକ ହେବ। କିନ୍ତୁ ଯେତେବେଳେ ଧାର୍ମିକ ଲୋକମାନେ ମୃତମାନଙ୍କ ମଧ୍ୟରୁ ଜୀବିତ ହେବେ, ସେହି ସମୟରେ ତୁମ୍ଭେମାନେ ତୁମ୍ଭର ପୁରସ୍କାର ପାଇବ।”


ମାର୍ଥା ଉତ୍ତର ଦେଲେ, “ମୁଁ ଜାଣେ, ପୁନରୁ‌ତ୍‌ଥାନ ଦିନରେ ଯେତେବେଳେ ସମସ୍ତେ ମୃତ୍ୟୁରୁ ବଞ୍ଚି ଉଠିବେ, ସେତେବେଳେ ସେ ମଧ୍ୟ ମୃତ୍ୟୁରୁ ବଞ୍ଚି ଉଠିବ।”


Swiv nou:

Piblisite


Piblisite