Biblia Todo Logo
Bib sou entènèt

- Piblisite -




ପ୍ରେରିତ 24:7 - ପବିତ୍ର ବାଇବଲ

7 କିନ୍ତୁ ସେତିକିବେଳେ ଆମ୍ଭେ ତାହାକୁ ଧରିନେଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କିନ୍ତୁ ସହସ୍ରସେନାପତି ଲୂସିୟା ଆସି ଅତିଶୟ ବଳାତ୍କାରରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇ ନେଲେ,

Gade chapit la Kopi

ଓଡିଆ ବାଇବେଲ

7 କିନ୍ତୁ ସହସ୍ରସେନାପତି ଲୂସୀୟା ଆସି ଅତିଶୟ ଜୋର୍‍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କିନ୍ତୁ ସହସ୍ର-ସେନାପତି ଲୂସୀୟା ଆସି ଅତିଶୟ ଜୋର୍‍ରେ ଏହାକୁ ଆମ୍ଭମାନଙ୍କ ହାତରୁ ଛଡ଼ାଇନେଲେ,

Gade chapit la Kopi




ପ୍ରେରିତ 24:7
7 Referans Kwoze  

ଏପରିକି ସେ ମନ୍ଦିରକୁ ଅପବିତ୍ର କରିବା ପାଇଁ ମଧ୍ୟ ଚେଷ୍ଟା କରୁଥିଲା।


ଆପଣ ନିଜେ ତାକୁ ପରୀକ୍ଷା କରି ତାହାଠାରୁ ଆମ୍ଭେ ତାଙ୍କ ବିରୁଦ୍ଧରେ କରିଥିବା ସମସ୍ତ ଅଭିଯୋଗର ସତ୍ୟାସତ୍ୟ ଜାଣି ପାରିବେ।”


ମନ୍ଦ ଲୋକମାନେ ମନ୍ଦକାର୍ଯ୍ୟ ନ କଲା ପର୍ଯ୍ୟନ୍ତ ସେମାନଙ୍କୁ ନିଦ ହୁଏ ନାହିଁ। ଯଦି ସେମାନେ କାହାକୁ ଆଘାତ ନ କରନ୍ତି, ସେମାନେ ଶୟନ କରିବେ ନାହିଁ।


ଲୋକମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିବା ସମୟରେ ରୋମୀୟ ସେନାପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ଯିରୁଶାଲମରେ ଉତ୍ତେଜନା ଖେଳି ଯାଇଛି।


ଲୋକମାନେ ଅତ୍ୟନ୍ତ ହିଂସ୍ରକ ହୋଇ ଉଠିବାରୁ ପାହାଚ ନିକଟରେ ସୈନିକମାନେ ପାଉଲଙ୍କୁ ଟେକି ନେଇଗଲେ।


ଧୀରେ ଧୀରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହୋଇଉଠିଲା। ସେନାଧ୍ୟକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ। ତେଣୁ ପାଉଲଙ୍କୁ ସେମାନଙ୍କ ନିକଟରୁ ନେଇଆସି ସୈନ୍ୟ ନିବାସ ଭିତରୁ ନେଇ ଯିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।


ସେନାଧ୍ୟକ୍ଷ ଦୁଇଜଣ ସେନାପତିଙ୍କୁ ଡାକି କହିଲେ, “ଆଜି ରାତି ନ’ଟା ବେଳେ କାଇସରୀଆକୁ ଯିବା ପାଇଁ 200 ପଦାତିକ ସୈନ୍ୟ, 70 ଜଣ ଅଶ୍ୱାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର।


Swiv nou:

Piblisite


Piblisite