Biblia Todo Logo
Bib sou entènèt

- Piblisite -




ପ୍ରେରିତ 25:2 - ପବିତ୍ର ବାଇବଲ

2 ସେଠାରେ ମୁଖ୍ୟ ଯାଜକମାନେ ଓ ଅନ୍ୟ ଯିହୂଦୀ ନେତାମାନେ ତାହାଙ୍କୁ ସାକ୍ଷାତ କରି ପାଉଲଙ୍କ ବିରୁଦ୍ଧରେ ସେମାନଙ୍କର ଅଭିଯୋଗ ଆଗତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ପ୍ରଧାନ ଯାଜକମାନେ ଓ ଯିହୁଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାଙ୍କ ନିକଟରେ ଆବେଦନ କଲେ,

Gade chapit la Kopi

ଓଡିଆ ବାଇବେଲ

2 ପୁଣି, ପ୍ରଧାନ ଯାଜକମାନେ ଓ ଯିହୂଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାଙ୍କ ନିକଟରେ ଆବେଦନ କଲେ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେଠାରେ ମୁଖ୍ୟ ଯାଜକ ଓ ଇହୁଦୀ ନେତାମାନେ ପୁନର୍ବାର ପାଉଲଙ୍କ ବିରୁଦ୍ଧରେ ଅଭିଯୋଗ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ପ୍ରଧାନ ଯାଜକମାନେ ଓ ଯିହୁଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାହାଙ୍କ ନିକଟରେ ଆବେଦନ କଲେ।

Gade chapit la Kopi




ପ୍ରେରିତ 25:2
8 Referans Kwoze  

ମୁଁ ଯିରୁଶାଲମରେ ରହିବା ସମୟରେ ମୁଖ୍ୟ ଯାଜକମାନେ ଓ ଯିହୂଦୀମାନଙ୍କ ପ୍ରାଚୀନମାନେ ମୋ’ ନିକଟରେ ତା’ ବିରୁଦ୍ଧରେ ଅଭିଯୋଗ କରିଥିଲେ। ସେମାନେ ତା'ର ମୃତ୍ୟୁଦଣ୍ଡ ଗ୍ଭହୁଁଥିଲେ।


ମହାଯାଜକ ହନାନିୟ ପାଞ୍ଚ ଦିନ ପରେ କେତକ ଯିହୂଦୀୟ ନେତା ଓ ତର୍ତ୍ତୁଲ୍ଲ ନାମକ ଜଣେ ଓକିଲଙ୍କୁ ନେଇ କାଇସରୀଆରେ ପହଞ୍ଚିଲେ। ସେଠାରେ ସେମାନେ ରାଜ୍ୟପାଳଙ୍କ ସାମନାରେ ପାଉଲଙ୍କ ବିରୁଦ୍ଧରେ ଅଭିଯୋଗ କଲେ।


ମନ୍ଦ ଲୋକମାନେ ମନ୍ଦକାର୍ଯ୍ୟ ନ କଲା ପର୍ଯ୍ୟନ୍ତ ସେମାନଙ୍କୁ ନିଦ ହୁଏ ନାହିଁ। ଯଦି ସେମାନେ କାହାକୁ ଆଘାତ ନ କରନ୍ତି, ସେମାନେ ଶୟନ କରିବେ ନାହିଁ।


ଅଚିହ୍ନା ଲୋକଙ୍କୁ ମୁଁ ଯେ ସବୁବେଳେ ଆହାର ଦେଇ ଆସିଛି ତାହା ମୋ’ ଗୃହର ସମସ୍ତ ଲୋକ ଜାଣନ୍ତି।


ତା'ପରେ ଫେଷ୍ଟ କହିଲେ, “ହେ ରାଜା ଆଗ୍ରି‌‌ପ୍‌‌ପା ଓ ଉପସ୍ଥିତ ଭଦ୍ର ବ୍ୟକ୍ତି ବୃନ୍ଦ, ଏ ହେଉଛନ୍ତି ସେହି ଲୋକ, ଯାହାଙ୍କ ବିଷୟରେ ଉଭୟ ଯିରୁଶାଲମ ଓ ଏଠାରେ ଥିବା ସମସ୍ତ ଯିହୂଦୀୟ ଲୋକମାନେ ମୋ’ ନିକଟରେ ଚିତ୍କାର କରି ଆବେଦନ କରିଛନ୍ତି ଯେ, ତାହାକୁ ଆଉ ବଞ୍ଚିରହିବାକୁ ଦିଆ ନ ଯାଉ।


ପାଉଲ ତିନି ଦିନ ପରେ ଯିହୂଦୀନେତାମାନଙ୍କୁ ଡକାଇଲେ। ସେମାନେ ଏକତ୍ରିତ ହେଲା ପରେ ସେ ସେମାନଙ୍କୁ କହିଲେ, “ଭାଇମାନେ, ମୁଁ ଯଦି ଆମ୍ଭ ଲୋକମାନଙ୍କ ବିରୁଦ୍ଧରେ ବା ଆମ୍ଭ ପୂର୍ବପୁରୁଷମାନଙ୍କ ପରମ୍ପରା ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ମୋତେ ଯିରୁଶାଲମରେ ବନ୍ଦୀ କରି ରୋମୀୟମାନଙ୍କ ପାଖରେ ସମର୍ପିତ କରାଗଲା।


ସେମାନେ ଆମ୍ଭକୁ ଅଣଯିହୂଦୀମାନଙ୍କ ନିକଟରେ ଶିକ୍ଷା ଦେବା ପାଇଁ ଅଟକାଇବାକୁ ଚେଷ୍ଟା କରନ୍ତି। ଅଣଯିହୂଦୀମାନେ ଉଦ୍ଧାର ହୁଅନ୍ତୁ, ଏହି ଉଦ୍ଦେଶ୍ୟରେ ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଉ। କିନ୍ତୁ ଯିହୂଦୀମାନେ ପୂର୍ବରୁ କରିଥିବା ପାପଗୁଡ଼ିକର ସୂଚୀ, ବର୍ତ୍ତମାନ ମଧ୍ୟ ବଢ଼ି ଗ୍ଭଲିଛି। ଏବେ ପୂର୍ଣ୍ଣଭାବରେ ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ଉପରେ ଆସି ପଡ଼ିଲାଣି।


Swiv nou:

Piblisite


Piblisite