ପ୍ରେରିତ 26:25 - ପବିତ୍ର ବାଇବଲ25 ପାଉଲ ଏହା ଶୁଣି ଉତ୍ତର ଦେଲେ, “ହେ ମହାମାନ୍ୟ ଫେଷ୍ଟ, ମୁଁ ପାଗଳ ନୁହେଁ। ମୋର ସବୁ କଥା ସତ୍ୟ ଓ ଯୁକ୍ତିଯୁକ୍ତ। Gade chapit laପବିତ୍ର ବାଇବଲ (Re-edited) - (BSI)25 କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟ, ମୁଁ ପାଗଳ ନୁହେଁ; ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି। Gade chapit laଓଡିଆ ବାଇବେଲ25 କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି । Gade chapit laପବିତ୍ର ବାଇବଲ (CL) NT (BSI)25 ପାଉଲ ଉତ୍ତର ଦେଲେ, “ମୁଁ ପାଗଳ ନୁହେଁ, ମଣିମା! ମୁଁ ଯାହା କହୁଛି, ତାହା ସତ୍ୟ ଓ ଯୁକ୍ତିଯୁକ୍ତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କିନ୍ତୁ ପାଉଲ କହିଲେ, ହେ ମହାମହିମ ଫେଷ୍ଟସ୍, ମୁଁ ପାଗଳ ନୁହେଁ, ମାତ୍ର ସତ୍ୟ ଓ ସ୍ଥିର ବୁଦ୍ଧିର ବାକ୍ୟ ବ୍ୟକ୍ତ କରୁଅଛି। Gade chapit la |
ତୁମ୍ଭ ପ୍ରତି ମନ୍ଦ କାମ କରିଥିବା ଲୋକକୁ ଆକ୍ରମଣ କରିବା ଉଦ୍ଦେଶ୍ୟରେ କୌଣସି ଲୋକ ପ୍ରତି ମନ୍ଦ କାମ କର ନାହିଁ। ବା ତୁମ୍ଭକୁ ଖରାପ କଥା କହିଥିବା ଯୋଗୁଁ କୌଣସି ଲୋକକୁ ତା’ ବଦଳରେ ମନ୍ଦ କଥା କୁହ ନାହିଁ। ତା’ ବଦଳରେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କର ଯେ, ସେ ତାକୁ ଆଶୀର୍ବାଦ କରିବେ। ତୁମ୍ଭେ ନିଜେ ଆଶୀର୍ବାଦ ଗ୍ରହଣ କରିବା ପାଇଁ ଆହ୍ୱାନ ପାଇଥିବାରୁ ଏପରି କର।