Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:26 - ପବିତ୍ର ବାଇବଲ

26 ରାଜା ଆଗ୍ରି‌‌ପ୍‌‌ପା ଏସବୁ କଥା ଜାଣନ୍ତି। ତାହାଙ୍କୁ ଏହା ସ୍ପଷ୍ଟ ଭାବରେ କହି ପାରିବି, କାରଣ ମୁଁ ଜାଣେ ଯେ, ତାହାଙ୍କ ଦୃଷ୍ଟିରୁ ଏ ସମସ୍ତ ବିଷୟ ବାଦ୍ ଯାଇ ନାହିଁ, ଯେହେତୁ ଏହିସବୁ କୌଣସି ଗୁପ୍ତ ସ୍ଥାନରେ କରାଯାଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହିସମସ୍ତ ବିଷୟର କୌଣସି କଥା ତାଙ୍କର ଅଗୋଚର ନୁହେଁ ବୋଲି ମୋହର ବିଶ୍ଵାସ; ଏହା ତ ଗୋପନରେ କରା ହୋଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

26 ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 ରାଜା ଆଗ୍ରୀପା! ଆପଣ ଏସବୁ ବିଷୟ ଜାଣିଥିବାରୁ ମୁଁ ଆପଣଙ୍କ ସମ୍ମୁଖରେ ଏ କଥା କହିବାକୁ ସାହସ କରୁଛି! ମୁଁ ନିଶ୍ଚିତଭାବେ ଜାଣେ ଯେ, ଏ ସମସ୍ତ ବିଷୟ ଆପଣଙ୍କୁ ଗୋଚର, କାରଣ ଅଜ୍ଞାତ ସାରରେ ଗୁପ୍ତ ଭାବରେ ଏ ବିଷୟଗୁଡ଼ିକ ଘଟି ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାହାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ।

Gade chapit la Kopi




ପ୍ରେରିତ 26:26
9 Referans Kwoze  

ତା'ପରେ ଆଗ୍ରି‌‌ପ୍‌‌ପା ଫେଷ୍ଟଙ୍କୁ କହିଲେ, “ମୁଁ ସେହି ଲୋକଠାରୁ ନିଜେ ଶୁଣିବାକୁ ଗ୍ଭହେଁ।” ଫେଷ୍ଟ କହିଲେ, “ଆପଣ ଆସନ୍ତା କାଲି ତା'ଠାରୁ ଶୁଣିବେ।”


ମୋର ପ୍ରଭୁ ପରମେଶ୍ୱର ଯଦିଓ ତୁମ୍ଭମାନଙ୍କୁ ଦୁଃଖରୂପକ ଖାଦ୍ୟ ଓ କ୍ଳେଶରୂପକ ଜଳ ଦେଇଥିଲେ ତଥାପି ସେ ତୁମ୍ଭମାନଙ୍କର ଶିକ୍ଷକ। ସେ ଆଉ ତୁମ୍ଭମାନଙ୍କ ନିକଟରେ ଲୁଚି ରହିବେ ନାହିଁ। ତୁମ୍ଭେମାନେ ତୁମ୍ଭର ଖାଲି ଚକ୍ଷୁରେ ତାଙ୍କର ଦର୍ଶନ ପାଇବ।


କିନ୍ତୁ ବୈଠକରେ ସେମାନେ କଥାବାର୍ତ୍ତା ହେଲେ, “ଆମ୍ଭେ ନିସ୍ତାରପର୍ବ ସମୟରେ ଏସବୁ କରିବା ଉଚିତ୍ ହେବ ନାହିଁ। କାରଣ ଲୋକମାନେ ଏଥିରେ ରାଗିଯାଇ ପାରନ୍ତି ଓ ଦଙ୍ଗାହଙ୍ଗାମା କରି ପାରନ୍ତି।”


ହେ ରାଜା ଆଗ୍ରି‌‌ପ୍‌‌ପା, ଆପଣ କ’ଣ ଭାବବାଦୀମାନଙ୍କ ଲେଖାରେ ବିଶ୍ୱାସ କରନ୍ତି କି? ମୁଁ ଜାଣେ, ଆପଣ ବିଶ୍ୱାସ କରନ୍ତି।”


Swiv nou:

Piblisite


Piblisite