Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:32 - ପବିତ୍ର ବାଇବଲ

32 ଆଗ୍ରି‌‌ପ୍‌‌ପା ଫେଷ୍ଟଙ୍କୁ କହିଲେ, “ଆମ୍ଭେ ଏହି ଲୋକକୁ ମୁକ୍ତି ଦେଇପାରିଥା’ନ୍ତୁ, କିନ୍ତୁ ସେ ଯଦି କାଇସରଙ୍କୁ ଆବେଦନ କରି ନ ଥା’ନ୍ତା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଆଉ, ଆଗ୍ରିପ୍‍ପା ଫେଷ୍ଟଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା।

Gade chapit la Kopi

ଓଡିଆ ବାଇବେଲ

32 ଆଉ ଆଗ୍ରିପ୍ପା ଫେଷ୍ଟସଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଆଗ୍ରୀପା ଫେଷ୍ଟସ୍‌ଙ୍କୁ କହିଲେ, “ଯଦି ଏହି ଲୋକ ସମ୍ରାଟଙ୍କଠାରେ ଆବେଦନ କରି ନ ଥାନ୍ତା, ତେବେ ତାକୁ ଆମେ ମୁକ୍ତି ଦେଇପାରିଥାଆନ୍ତୁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଉ ଆଗ୍ରିପ୍ପା ଫେଷ୍ଟସ୍‌ଙ୍କୁ କହିଲେ, ଏହି ଲୋକ ଯଦି କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରି ନ ଥାଆନ୍ତା, ତେବେ ମୁକ୍ତ କରାଯାଇ ପାରିଥାଆନ୍ତା।

Gade chapit la Kopi




ପ୍ରେରିତ 26:32
6 Referans Kwoze  

ରୋମୀୟମାନେ ମୋତେ ଅନେକ ପ୍ରଶ୍ନ ପଗ୍ଭରିଲେ। କିନ୍ତୁ ସେମାନେ ମୋ'ଠାରେ ମୃତ୍ୟୁଦଣ୍ଡ ଯୋଗ୍ୟ କୌଣସି ଦୋଷ ପାଇଲେ ନାହିଁ। ତେଣୁ ସେମାନେ ମୋତେ ମୁକ୍ତ କରି ଦେବା ପାଇଁ ଗ୍ଭହିଁଲେ।


କିନ୍ତୁ ମୁଁ ଯେତେବେଳେ ତାହାଙ୍କର ବିଗ୍ଭର କଲି ସେତେବେଳେ ତାହାଙ୍କର କିଛି ଭୁଲ୍ ଦେଖିଲି ନାହିଁ। ତାହାଙ୍କୁ ମୃତ୍ୟୁଦଣ୍ଡ ଦେଲା ଭଳି କୌଣସି କାରଣ ଦେଖିଲି ନାହିଁ। ସେ ସମ୍ରାଟଙ୍କ ନିକଟରେ ବିଗ୍ଭରିତ ହେବା ପାଇଁ ଆବେଦନ କରିଥିବାରୁ ମୁଁ ତାହାକୁ ରୋମ୍ ପାଠାଇବା ପାଇଁ ସ୍ଥିର କଲି।


କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଯାଅ, କାରଣ ଏହି ଲୋକକୁ ମୁଁ ଏକ ବିଶେଷ କାର୍ଯ୍ୟ ପାଇଁ ବାଛିଛି।


କିନ୍ତୁ ଏହିପରି ଦୁଇ ବର୍ଷ ବିତିଗଲାପରେ ପର୍କିୟ ଫେଷ୍ଟ ରାଜ୍ୟପାଳ ହେଲେ। ଫେଲୀ‌କ୍‌ସ୍ ଆଉ ରାଜ୍ୟପାଳ ପଦରେ ରହିଲେ ନାହିଁ। ତେଣୁ ଫେଲୀ‌କ୍‌ସ୍ ଯିହୂଦୀୟମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ପାଉଲଙ୍କୁ ବନ୍ଦୀ ଅବସ୍ଥାରେ କାରାଗାରରେ ରଖି ଗ୍ଭଲିଗଲେ।


କିନ୍ତୁ ଯିହୂଦୀମାନେ ଏ ନିଷ୍ପତ୍ତିରେ ଆପତ୍ତି କଲେ। ତେଣୁ ମୁଁ କାଇସରଙ୍କ ନିକଟରେ ଆବେଦନ କରିବା ପାଇଁ ବାଧ୍ୟ ହେଲି। ମୋର କିନ୍ତୁ ନିଜ ଲୋକମାନଙ୍କ ବିରୁଦ୍ଧରେ କୌଣସି ଆପତ୍ତି ଅଭିଯୋଗ ନାହିଁ।


Swiv nou:

Piblisite


Piblisite