ପ୍ରେରିତ 27:1 - ପବିତ୍ର ବାଇବଲ1 ଇତାଲିଆକୁ ଜାହାଜରେ ଯାତ୍ରା କରିବା ପାଇଁ ସ୍ଥିର ହେବାରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାୟିତ୍ୱ ଯୂଲିଅ ନାମକ ଶତସେନାପତିଙ୍କ ହସ୍ତରେ ଅର୍ପଣ କରାଗଲା। ସେହି ଯୂଲିଅ ସମ୍ରାଟଙ୍କର ସେନାବାହିନୀରେ ଗ୍ଭକିରୀ କରୁଥିଲେ। ଆମ୍ଭେମାନେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜରେ ଉଠିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ। Gade chapit laଓଡିଆ ବାଇବେଲ1 ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ଆମ୍ଭେମାନେ ଇଟାଲୀରୁ ଜଳଯାତ୍ରା କରିବୁ ବୋଲି ସ୍ଥିର ହେବାରୁ ପାଉଲ ଓ ଅନ୍ୟ କେତେକ ବନ୍ଦୀ “ସମ୍ରାଟ ସେନାଦଳ” ନାମକ ଗୋଟିଏ ରୋମୀୟ ସୈନ୍ୟବାହିନୀର ସେନାପତି ଯୁଲିୟସ୍ଙ୍କୁ ହାତରେ ସମର୍ପିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ଆଗସ୍ତିୟ ରାଜକୀୟ ସୈନ୍ୟଦଳର ଯୂଲିଅସ୍ ନାମକ ଜଣେ ଶତ-ସେନାପତିଙ୍କ ହସ୍ତରେ ସମର୍ପିତ ହେଲେ। Gade chapit la |
ସେମାନେ ତାହାଙ୍କୁ କହିଲେ, “ଆମ୍ଭମାନଙ୍କୁ ସୈନ୍ୟବାହିନୀର ଅଧିକାରୀ କର୍ଣ୍ଣୀଲିୟ ପଠାଇଛନ୍ତି। ସେ ପରମେଶ୍ୱରଙ୍କୁ ଭୟ କରୁଥିବା ଜଣେ ଉତ୍ତମ ବ୍ୟକ୍ତି। ତାହାଙ୍କୁ ଯିହୂଦୀମାନେ ବହୁତ ସମ୍ମାନ ଦିଅନ୍ତି। ଜଣେ ପବିତ୍ର ସ୍ୱର୍ଗଦୂତ କର୍ଣ୍ଣୀଲିୟଙ୍କୁ ଦର୍ଶନ ଦେଇ ତୁମ୍ଭକୁ ତାହାଙ୍କ ଘରକୁ ନିମନ୍ତ୍ରଣ କରିବା ପାଇଁ କହିଛନ୍ତି, ଯେପରି ସେ ତୁମ୍ଭ ନିକଟରୁ କଥା ଶୁଣିପାରନ୍ତି।”