ପ୍ରେରିତ 27:11 - ପବିତ୍ର ବାଇବଲ11 କିନ୍ତୁ ସେନାଧିକାରୀ, ପାଉଲଙ୍କ କହିଥିବା କଥା ଅପେକ୍ଷା ଜାହାଜର କ୍ୟାପଟେନ୍ ଓ ମାଲିକଙ୍କ କଥାକୁ ଅଧିକ ବିଶ୍ୱାସ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 କିନ୍ତୁ ଶତସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ। Gade chapit laଓଡିଆ ବାଇବେଲ11 କିନ୍ତୁ ଶତସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ । Gade chapit laପବିତ୍ର ବାଇବଲ (CL) NT (BSI)11 କିନ୍ତୁ ସେନାପତି ପାଉଲଙ୍କ କଥାରେ ବିଶ୍ୱାସ ନ କରି ଜାହାଜର ଅଧ୍ୟକ୍ଷ ଓ ଜାହାଜର ମାଲିକଙ୍କ କଥାରେ ପ୍ରଭାବିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 କିନ୍ତୁ ଶତ-ସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ। Gade chapit la |
କେତେକ ଦେଖି ନ ପାରୁ ଥିବା ବିଷୟ ଗୁଡ଼ିକ ପ୍ରତି ପରମେଶ୍ୱର ନୋହଙ୍କୁ ସତର୍କ କରିଦେଇଥିଲେ। ନୋହଙ୍କର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ୱାସ ବଳରେ ନୋହ ଦେଖାଇଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ୱର ବିଶ୍ୱାସ ବଳରେ ଧାର୍ମିକ କରନ୍ତି, ସେମାନଙ୍କ ଭିତରୁ ନୋହ ଜଣେ ଥିଲେ।