Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:14 - ପବିତ୍ର ବାଇବଲ

14 ମାତ୍ର ଅଳ୍ପ ସମୟ ପରେ ହଠାତ୍ ପାଗ ବଦଳିଗଲା। “ଉତ୍ତର ପୂର୍ବୀୟ” ନାମକ ପବନ, ଦ୍ୱୀପଆଡ଼ୁ ପ୍ରଚଣ୍ଡ ବେଗରେ ବୋହିବାକୁ ଲାଗିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ଵିଲୋ ବୋଲି କହନ୍ତି, ସେହି ପ୍ରଚଣ୍ତ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା।

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 କିନ୍ତୁ ଅତି ଶୀଘ୍ର ଦ୍ୱୀପ ଆଡ଼ୁ ଉତ୍ତର ପୂର୍ବ ପବନ ପ୍ରଚଣ୍ଡ ବେଗରେ ବହି

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା।

Gade chapit la Kopi




ପ୍ରେରିତ 27:14
7 Referans Kwoze  

ତା'ପରେ ହ୍ରଦରେ ଗୋଟିଏ ଭୟଙ୍କର ଝଡ଼ ସୃଷ୍ଟି ହେଲା। ଡଙ୍ଗା ଆଡ଼କୁ ଢେଉ ମାଡ଼ି ଆସିଲା। ଡଙ୍ଗାରେ ପାଣି ପ୍ରାୟ ଭର୍ତ୍ତି ହୋଇଗଲା।


ସେହି ସମୟରେ ହ୍ରଦରେ ଭୟଙ୍କର ଝଡ଼ ହେଲା। ଲହଡ଼ିରେ ଡଙ୍ଗା ଓଲଟ ପାଲଟ ହୋଇ ପଡ଼ୁଥିଲା। କିନ୍ତୁ ଯୀଶୁ ଶୋଇ ଥିଲେ।


ତୁମ୍ଭର ନାବିକମାନେ ତୁମ୍ଭକୁ ଗଭୀର ଜଳ ମଧ୍ୟକୁ ଆଣି ଅଛନ୍ତି। ମାତ୍ର ପୂର୍ବୀୟ ବାୟୁ ସମୁଦ୍ର ମଧ୍ୟରେ ତୁମ୍ଭକୁ ଭାଙ୍ଗି ପକାଇଛି।


ଏହା ଜାହାଜକୁ ଆଘାତ କରି ସମୁଦ୍ର ଭିତରକୁ ଠେଲି ନେଲା। ଜାହାଜ ପବନରେ ସ୍ଥିର ହୋଇ ରହି ନ ପାରିବାରୁ ଆମ୍ଭେ ତାକୁ ଭାସିଯିବା ପାଇଁ ଛାଡ଼ି ଦେଲୁ।


Swiv nou:

Piblisite


Piblisite