Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:15 - ପବିତ୍ର ବାଇବଲ

15 ଏହା ଜାହାଜକୁ ଆଘାତ କରି ସମୁଦ୍ର ଭିତରକୁ ଠେଲି ନେଲା। ଜାହାଜ ପବନରେ ସ୍ଥିର ହୋଇ ରହି ନ ପାରିବାରୁ ଆମ୍ଭେ ତାକୁ ଭାସିଯିବା ପାଇଁ ଛାଡ଼ି ଦେଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖୀନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ।

Gade chapit la Kopi

ଓଡିଆ ବାଇବେଲ

15 ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖିନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଜାହାଜକୁ ଆଘାତ କଲା। ଜାହାଜକୁ ପବନ ଆଡ଼କୁ ମୁହଁ କରାଇ ରଖିବା ଅସମ୍ଭବ ହେବାରୁ ଆମେ ଆଉ ଚେଷ୍ଟା ନ କରି ପବନ ସୁଅରେ ଜାହାଜଟିକୁ ଭାସି ଯିବାକୁ ଛାଡ଼ି ଦେଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖୀନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ।

Gade chapit la Kopi




ପ୍ରେରିତ 27:15
4 Referans Kwoze  

ସମୁଦ୍ରର ଜାହାଜ କ୍ଷେତ୍ରରେ ମଧ୍ୟ ସେହିପରି ହୋଇଥାଏ। ଜାହାଜଟି ଆକାରରେ ବହୁତ ବଡ଼ ଓ ଏହା ପ୍ରବଳ ପବନ ଦ୍ୱାରା ଗ୍ଭଳିତ ହୋଇଥାଏ। କିନ୍ତୁ ଛୋଟ ମଙ୍ଗଟି ସେହି ବଡ଼ ଜାହାଜଟିକୁ ନିୟନ୍ତ୍ରିତ କରିଥାଏ। ଯେଉଁ ଲୋକ ଏହି ଯନ୍ତ୍ରଟିକୁ ଗ୍ଭଳନା କରେ, ସେ ସ୍ଥିର କରେ ଯେ, ଜାହାଜଟି କେଉଁଠାକୁ ଯିବ। ସେ ଲୋକ ଯେଉଁଠାକୁ ଗ୍ଭହେଁ, ଜାହାଜଟି ସେଠାକୁ ଯାଏ।


ଝଡ଼ର ଚଉଦ ଦିନରେ ପ୍ରାୟ ମଧ୍ୟରାତ୍ରି ସମୟରେ ଆମ୍ଭ ଜାହାଜ ଆଦ୍ରିୟା ସମୁଦ୍ରର ପାଖରେ ଭାସୁଥିଲା। ଆମ୍ଭ ନାବିକମାନେ କୌଣସି ସ୍ଥଳ ଭାଗରେ ନିକଟବର୍ତ୍ତୀ ହୋଇଛନ୍ତି ବୋଲି ସନ୍ଦେହ କଲେ।


ମାତ୍ର ଅଳ୍ପ ସମୟ ପରେ ହଠାତ୍ ପାଗ ବଦଳିଗଲା। “ଉତ୍ତର ପୂର୍ବୀୟ” ନାମକ ପବନ, ଦ୍ୱୀପଆଡ଼ୁ ପ୍ରଚଣ୍ଡ ବେଗରେ ବୋହିବାକୁ ଲାଗିଲା।


ତା'ପରେ ଆମ୍ଭେ କ୍ଳାଉଦ ନାମକ ଉପଦ୍ୱୀପ ଉହାଡ଼ରେ ଜାହାଜ ଚଲାଇଲୁ। ସେଠାରେ ଗୋଟିଏ ଜୀବନ ରକ୍ଷକ ଡଙ୍ଗାକୁ ବହୁ କଷ୍ଟରେ ଆମ୍ଭେ ଜାହାଜ ଉପରକୁ ଉଠାଇବାକୁ ସମର୍ଥ ହେଲୁ।


Swiv nou:

Piblisite


Piblisite