Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:16 - ପବିତ୍ର ବାଇବଲ

16 ତା'ପରେ ଆମ୍ଭେ କ୍ଳାଉଦ ନାମକ ଉପଦ୍ୱୀପ ଉହାଡ଼ରେ ଜାହାଜ ଚଲାଇଲୁ। ସେଠାରେ ଗୋଟିଏ ଜୀବନ ରକ୍ଷକ ଡଙ୍ଗାକୁ ବହୁ କଷ୍ଟରେ ଆମ୍ଭେ ଜାହାଜ ଉପରକୁ ଉଠାଇବାକୁ ସମର୍ଥ ହେଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, କ୍ଳାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ଵୀପର ଉହାଡ଼ରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ତିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,

Gade chapit la Kopi

ଓଡିଆ ବାଇବେଲ

16 ପୁଣି, କ୍ଲାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ୱୀପର ଆଶ୍ରୟସ୍ଥଳୀରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ଡିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଗୋଟିଏ ଛୋଟ ଦ୍ୱୀପ କାଉଦାର ଦକ୍ଷିଣ ପାଶ୍ୱର୍ ଦେଇ ଯାତ୍ରା କରିବା ସମୟରେ କିଛି ପରିମାଣରେ ପବନରୁ ରକ୍ଷା ପାଇଥିଲୁ। ସେଠାରେ ଆମେ କୌଣସିମତେ ଜାହାଜର ଡଙ୍ଗାଟିକୁ ନିରାପଦରେ ରଖିବାକୁ ସମର୍ଥ ହେଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, କାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ୱୀପର ଆଶ୍ରୟସ୍ଥଳୀରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ଡିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ,

Gade chapit la Kopi




ପ୍ରେରିତ 27:16
4 Referans Kwoze  

ପାଉଲ ଦର୍ଶନ ପାଇବା ପରେ ଆମ୍ଭେ ସଙ୍ଗେ ସଙ୍ଗେ ମାକିଦନିଆକୁ ଯିବା ପାଇଁ ପ୍ରସ୍ତୁତ ହେଲୁ। ଆମ୍ଭେ ହୃଦୟଙ୍ଗମ କଲୁ ଯେ, ପ୍ରଭୁ ସେମାନଙ୍କ ନିକଟରେ ସୁସମାଗ୍ଭର ପହଞ୍ଚାଇବା ପାଇଁ ଆମ୍ଭକୁ ଡାକିଛନ୍ତି।


ଏହା ଜାହାଜକୁ ଆଘାତ କରି ସମୁଦ୍ର ଭିତରକୁ ଠେଲି ନେଲା। ଜାହାଜ ପବନରେ ସ୍ଥିର ହୋଇ ରହି ନ ପାରିବାରୁ ଆମ୍ଭେ ତାକୁ ଭାସିଯିବା ପାଇଁ ଛାଡ଼ି ଦେଲୁ।


କେବଳ ତାହାକୁ ଜାହାଜ ଭିତରକୁ ନେଲୁ। ତାହାକୁ ଏକାଠି ଧରି ରଖିବା ପାଇଁ ଜାହାଜର ଗ୍ଭରିପଟେ ଦଉଡ଼ିରେ ବାନ୍ଧି ଦେଲେ। ନାବିକମାନେ ଗ୍ଭେରାବାଲିରେ ଜାହାଜ ଲାଗିଯିବାର ଭୟ କଲେ। ତେଣୁ ସେମାନେ ଉପର ପାଲଗୁଡ଼ିକ ଖସେଇ ପବନରେ ଜାହାଜଟିକୁ ଭସେଇ ଦେଲେ।


କେତେକ ନାବିକ ଜାହାଜ ଛାଡ଼ି ଗ୍ଭଲିଯିବାକୁ ଗ୍ଭହିଁଲେ। ତେଣୁ ସେମାନେ ଜୀବନ ରକ୍ଷକ ଡଙ୍ଗାକୁ ପାଣିରେ ଖସେଇ ଦେଲେ। ଯାହା ଫଳରେ ଅନ୍ୟମାନେ ଭାବିବେ ଯେ, ନାବିକମାନେ ଜାହାଜ ସାମନାରେ ଅଧିକ ଲଙ୍ଗର ପକାଇବାକୁ ଯାଉଛନ୍ତି।


Swiv nou:

Piblisite


Piblisite