ପ୍ରେରିତ 27:18 - ପବିତ୍ର ବାଇବଲ18 ତହିଁ ଆରଦିନ ସେମାନେ ଝଡ଼ ପ୍ରବଳ ବେଗରେ ବଢ଼ିବାରୁ ମାଲଗୁଡ଼ିକ ସମୁଦ୍ରରେ ପକେଇ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)18 ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ, Gade chapit laଓଡିଆ ବାଇବେଲ18 ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ, Gade chapit laପବିତ୍ର ବାଇବଲ (CL) NT (BSI)18 ଅବିରାମଭାବେ ପ୍ରଚଣ୍ଡ ଝଡ଼ ବହୁ ଥିବାରୁ ତହିଁ ଆର ଦିନ ସେମାନେ ଜାହାଜରୁ ମାଲପତ୍ର ପାଣିରେ ପକାଇ ଦେଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ, Gade chapit la |
ଆମ୍ଭର ଗ୍ଭରିପଟେ, ବିଶ୍ୱାସଧାରୀ ଆମ୍ଭର ବହୁ ସଂଖ୍ୟକ ଲୋକ ରହିଛନ୍ତି। ବିଶ୍ୱାସ ବିଷୟରେ ସେମାନଙ୍କ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସେମାନଙ୍କ ଭଳି ହେବା ଉଚିତ୍। ଆମ୍ଭେ ଜୀବନରେ ଆଗକୁ ଯିବା ପାଇଁ ଯାହାକିଛି ବାଧା ଅଛି, ସେଗୁଡ଼ିକୁ ଆମ୍ଭେ ଆଡ଼େଇ ଦେବା ଉଚିତ୍ ଓ ଆମ୍ଭ ସମ୍ମୁଖରେ ଥିବା ଦୌଡ଼ରେ ଦୌଡ଼ିବା ଉଚିତ୍। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ୟାଗ କରିବା ଉଚିତ୍।