Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:26 - ପବିତ୍ର ବାଇବଲ

26 କିନ୍ତୁ ଆମ୍ଭେ କୌଣସି ଉପଦ୍ୱୀପ କୂଳରେ ଖଣ୍ଡ ବିଖଣ୍ଡ ହୋଇ ପଡ଼ିବୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ଵୀପରେ ଯାଇ ପଡ଼ିବାକୁ ହେବ।

Gade chapit la Kopi

ଓଡିଆ ବାଇବେଲ

26 କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ୱୀପରେ ଯାଇ ପଡ଼ିବାକୁ ହେବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

26 କିନ୍ତୁ ଆମେ ଆଗେ ଯାଇ ଗୋଟିଏ ଦ୍ୱୀପରେ ଲାଗିଲା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ୱୀପରେ ଯାଇ ପଡ଼ିବାକୁ ହେବ।

Gade chapit la Kopi




ପ୍ରେରିତ 27:26
4 Referans Kwoze  

ଆମ୍ଭେ ନିରାପଦରେ କୂଳରେ ପହଞ୍ଚିବା ପରେ ଜାଣିଲୁ ଯେ, ସେହି ଉପଦ୍ୱୀପର ନାମ ମେଲିତୀ ସେତେବେଳେ ବର୍ଷା ହେଉଥିଲା।


କେବଳ ତାହାକୁ ଜାହାଜ ଭିତରକୁ ନେଲୁ। ତାହାକୁ ଏକାଠି ଧରି ରଖିବା ପାଇଁ ଜାହାଜର ଗ୍ଭରିପଟେ ଦଉଡ଼ିରେ ବାନ୍ଧି ଦେଲେ। ନାବିକମାନେ ଗ୍ଭେରାବାଲିରେ ଜାହାଜ ଲାଗିଯିବାର ଭୟ କଲେ। ତେଣୁ ସେମାନେ ଉପର ପାଲଗୁଡ଼ିକ ଖସେଇ ପବନରେ ଜାହାଜଟିକୁ ଭସେଇ ଦେଲେ।


ସେମାନେ ଭୟ କଲେ, ଯେ କାଳେ ଜାହାଜ ଭାସି-ଭାସି ଯାଇ ପଥରରେ ଧ‌କ୍‌କା ହୋଇଯିବ। ତେଣୁ ସେମାନେ ଜାହାଜର ପଛପଟେ ଗ୍ଭରୋଟି ଲଙ୍ଗର ପକାଇ ଦିନ ହେବା ପାଇଁ ଅପେକ୍ଷା କଲେ।


ଝଡ଼ର ଚଉଦ ଦିନରେ ପ୍ରାୟ ମଧ୍ୟରାତ୍ରି ସମୟରେ ଆମ୍ଭ ଜାହାଜ ଆଦ୍ରିୟା ସମୁଦ୍ରର ପାଖରେ ଭାସୁଥିଲା। ଆମ୍ଭ ନାବିକମାନେ କୌଣସି ସ୍ଥଳ ଭାଗରେ ନିକଟବର୍ତ୍ତୀ ହୋଇଛନ୍ତି ବୋଲି ସନ୍ଦେହ କଲେ।


Swiv nou:

Piblisite


Piblisite