Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:43 - ପବିତ୍ର ବାଇବଲ

43 କିନ୍ତୁ ସେନା ଅଧିକାରୀ ଯୂଲିଅ ପାଉଲଙ୍କୁ ରକ୍ଷା କରିବା ପାଇଁ ଗ୍ଭହିଁଲେ। ତେଣୁ ବନ୍ଦୀ ଲୋକମାନଙ୍କୁ ମାରିଦେବା ପାଇଁ ସେ ସୈନିକମାନଙ୍କୁ ଅନୁମତି ଦେଲେ ନାହିଁ। ସେ ପହଁରି ଜାଣିଥିବା ଲୋକଙ୍କୁ ସମୁଦ୍ରକୁ ଡେଇଁ ପଡ଼ି ପହଁରି ପହଁରି କୂଳକୁ ଯିବା ପାଇଁ ଆଦେଶ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 କିନ୍ତୁ ଶତସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଂକଳ୍ପରୁ ସେମାନଙ୍କୁ କ୍ଷା; କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମରେ ସ୍ଥଳକୁ ଯାଉନ୍ତୁ,

Gade chapit la Kopi

ଓଡିଆ ବାଇବେଲ

43 କିନ୍ତୁ ଶତସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ିିି ପ୍ରଥମେ ସ୍ଥଳକୁ ଯାଆନ୍ତୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

43 କିନ୍ତୁ ସେନାପତି ପାଉଲଙ୍କ ପ୍ରାଣରକ୍ଷା କରିବାକୁ ଚାହୁଁଥିଲେ; ତେଣୁ ସେ ସୈନିକମାନଙ୍କୁ ସେଥିରୁ ନିବୃତ୍ତ କଲେ। ସନ୍ତରଣ କରି ପାରୁଥିବା ସମସ୍ତଙ୍କୁ ପାଣିକୁ ଡେଇଁପଡ଼ି ପହଁରି ପହଁରି କୂଳକୁ ଯିବା ପାଇଁ ଆଦେଶ ଦେଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 କିନ୍ତୁ ଶତ-ସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ି ପ୍ରଥମେ ସ୍ଥଳକୁ ଯାଆନ୍ତୁ,

Gade chapit la Kopi




ପ୍ରେରିତ 27:43
8 Referans Kwoze  

ତହିଁ ଆରଦିନ ଆମ୍ଭେ ସୀଦୋନରେ ପହଞ୍ଚିଲୁ। ଯୂଲିଅ ପାଉଲଙ୍କ ପ୍ରତି ଦୟା ଦେଖେଇ ତାହାଙ୍କୁ ତାହାଙ୍କର ବନ୍ଧୁମାନଙ୍କ ସହିତ ସାକ୍ଷାତ କରିବା ପାଇଁ ଅନୁମତି ଦେଲେ। ପାଉଲଙ୍କ ବନ୍ଧୁମାନେ ତାହାଙ୍କର ଆବଶ୍ୟକତା ପୂର୍ଣ୍ଣ କଲେ।


ଯଦି ମଣିଷର ରୀତି କଥାଧାରା ସଦାପ୍ରଭୁଙ୍କୁ ତୁଷ୍ଟି କରେ, ସେ ତା'ର ଶତ୍ରୁମାନଙ୍କୁ ତାଙ୍କ ସହିତ ଶାନ୍ତିରେ ରହିବା ପାଇଁ ବାଧ୍ୟ କରନ୍ତି।


ମୁଁ ତିନିଥର ବେତ ମାଡ଼ ଖାଇଛି, ଥରେ ପଥର ଆଘାତ ସହିଛି। ଏହା ଛଡ଼ା ମୁଁ ତିନିଥର ଜାହାଜ ଭାଙ୍ଗିବା ବେଳେ ସେଥିରେ ଥିଲି, ତା'ମଧ୍ୟରୁ ଥରେ ରାତି ଓ ତା ଆର ଦିନ ଯାକ ସମୁଦ୍ରରେ ପଡ଼ି ରହିଥିଲି।


କିନ୍ତୁ ସେନାଧିକାରୀ, ପାଉଲଙ୍କ କହିଥିବା କଥା ଅପେକ୍ଷା ଜାହାଜର କ୍ୟାପଟେନ୍ ଓ ମାଲିକଙ୍କ କଥାକୁ ଅଧିକ ବିଶ୍ୱାସ କଲେ।


ନିରାପଦରେ ଯିବା ପାଇଁ କେତେକ ଘୋଡ଼ାକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ୟପାଳ ଫେଲୀ‌କ୍‌ସଙ୍କ ପାଖରେ ଉପସ୍ଥିତ କରାଅ।”


ଧୀରେ ଧୀରେ ଗଣ୍ଡଗୋଳ ବଢ଼ି ହିଂସ୍ରକ ହୋଇଉଠିଲା। ସେନାଧ୍ୟକ୍ଷ ଭାବିଲେ, ବୋଧେ ଲୋକେ ପାଉଲଙ୍କୁ ଖଣ୍ଡ ଖଣ୍ଡ କରି ପକାଇବେ। ତେଣୁ ପାଉଲଙ୍କୁ ସେମାନଙ୍କ ନିକଟରୁ ନେଇଆସି ସୈନ୍ୟ ନିବାସ ଭିତରୁ ନେଇ ଯିବା ନିମନ୍ତେ ସୈନିକମାନଙ୍କୁ ଆଦେଶ ଦେଲେ।


କିନ୍ତୁ ପାଉଲ ସେନାଅଧିକାରୀଙ୍କୁ ଓ ସୈନିକମାନଙ୍କୁ କହିଲେ, “ଏମାନେ ଯଦି ଜାହାଜରେ ନ ରହିବେ, ତେବେ ତୁମ୍ଭେମାନେ କେହି ରକ୍ଷା ପାଇବ ନାହିଁ।”


ବନ୍ଦୀମାନେ କାଳେ ପହଁରି ଖସି ଗ୍ଭଲିଯିବେ, ସେଥିପାଇଁ ସୈନ୍ୟମାନେ ଭୟରେ ସେମାନଙ୍କୁ ହତ୍ୟା କରିବା ପାଇଁ ଚିନ୍ତା କଲେ।


Swiv nou:

Piblisite


Piblisite