Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:44 - ପବିତ୍ର ବାଇବଲ

44 ସେ ଅନ୍ୟମାନଙ୍କୁ ଜାହାଜର କୌଣସି କାଠ ପଟା ବା ଭଙ୍ଗା ଅଂଶକୁ ଧରି ବା ଭେଳା ସାହାଯ୍ୟରେ କୂଳକୁ ଯିବା ପାଇଁ କହିଲେ। ଏହିପରି ଭାବରେ ସମସ୍ତେ ନିରାପଦରେ କୂଳରେ ଆସି ପହଞ୍ଚିଲେ। କାହାର ମୃତ୍ୟୁ ହେଲା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ପୁଣି ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗାଖଣ୍ତ ଧରି ଯାଉନ୍ତୁ। ଏହିପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ।

Gade chapit la Kopi

ଓଡିଆ ବାଇବେଲ

44 ପୁଣି, ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା(କାଠପଟା) ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ । ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

44 ପୁଣି କାଠପଟା ବା ଜାହାଜର କୌଣସି ଭଙ୍ଗା ଅଂଶକୁ ଧରି ଭାସିବା ପାଇଁ ଅନ୍ୟମାନଙ୍କୁ କହିଲେ। ଏହିପରି ଭାବରେ ଆମ୍ଭେମାନେ ସମସ୍ତେ ଯାଇ କୂଳରେ ପହଞ୍ଚିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ପୁଣି, ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ। ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ।

Gade chapit la Kopi




ପ୍ରେରିତ 27:44
8 Referans Kwoze  

କିନ୍ତୁ ବର୍ତ୍ତମାନ ମୋର କଥାଶୁଣ ଓ ସାହସ ଧର। କାରଣ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଜୀବନ ଯିବ ନାହିଁ। କେବଳ ଜାହାଜଟି ନଷ୍ଟ ହୋଇଯିବ।


‘ଭୟ କର ନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ଯିବ। ପରମେଶ୍ୱର ତୁମ୍ଭ ହେତୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।’


“ଉତ୍ତମ ଲୋକ ରକ୍ଷା ପାଇବା ବଡ଼ କଠିନ। ତା'ହେଲେ ଯେଉଁମାନେ ପରମେଶ୍ୱରଙ୍କ ବିରୋଧୀ ଓ ପାପରେ ପୂର୍ଣ୍ଣ ସେମାନଙ୍କର କ’ଣ ହେବ?”


କିନ୍ତୁ ପାଉଲ ସେନାଅଧିକାରୀଙ୍କୁ ଓ ସୈନିକମାନଙ୍କୁ କହିଲେ, “ଏମାନେ ଯଦି ଜାହାଜରେ ନ ରହିବେ, ତେବେ ତୁମ୍ଭେମାନେ କେହି ରକ୍ଷା ପାଇବ ନାହିଁ।”


ଆମ୍ଭେ ଇସ୍ରାଏଲର ଧ୍ୱଂସ ପାଇଁ ଆଦେଶ ଦେବା। ଆମ୍ଭେ ଇସ୍ରାଏଲବାସୀଙ୍କୁ ସମଗ୍ର ଦେଶଗୁଡ଼ିକରେ ବିକ୍ଷିପ୍ତ ଭାବରେ ବିଚ୍ଛୁରିତ କରିବା। ଏହା ଗ୍ଭଲୁଣିରେ ଅଟା ଚଲାଇଲା ପରି ହେବ। ଫସଲର ଏକ କଣିକା ଧରିତ୍ରୀ ଉପରେ ପଡ଼ିବ ନାହିଁ। ଯାକୁବଙ୍କର ପରିବାର ସେହିପରି ଭାବରେ ସେବା କରିବେ।


Swiv nou:

Piblisite


Piblisite