ପ୍ରେରିତ 27:6 - ପବିତ୍ର ବାଇବଲ6 ସେଠାରେ ଯୂଲିଅ ଆଲେକ୍ଜାଣ୍ଡ୍ରିୟାର ଜାହାଜଟିଏ ଇତାଲିଆକୁ ଯାଉଥିବାର ପାଇଲେ ସେ ଆମ୍ଭମାନଙ୍କୁ ସେଥିରେ ଚଢ଼ାଇ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍ଜାଣ୍ତ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ। Gade chapit laଓଡିଆ ବାଇବେଲ6 ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ । Gade chapit laପବିତ୍ର ବାଇବଲ (CL) NT (BSI)6 ସେଠାରେ ଉକ୍ତ ସେନାପତି ଆଲେକ୍ଜାଣ୍ଡ୍ରିଆର ଏକ ଜାହାଜ ଇଟାଲୀକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବାର ଦେଖି ଆମ୍ଭମାନଙ୍କୁ ସେଥିରେ ବସାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେଠାରେ ଶତ-ସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକ୍ଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ। Gade chapit la |