Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:9 - ପବିତ୍ର ବାଇବଲ

9 ଏହିପରି ବହୁତ ସମୟ ବିତିଗଲା। ସେତେବେଳେ ଯିହୂଦୀୟ ଉପବାସ ଦିବସର ପରବର୍ତ୍ତୀ ସମୟ ହୋଇ ଥିବାରୁ, ଦୀର୍ଘ ଯାତ୍ରା ପାଇଁ ପାଗ ବିପଦପୂର୍ଣ୍ଣ ହୋଇ ଆସୁଥିଲା। ତେଣୁ ପାଉଲ ସେମାନଙ୍କୁ ସାବଧାନ କରେଇ କହିଲେ, “ହେ ବନ୍ଧୁଗଣ! ମୁଁ ଭାବୁଛି, ଆମ୍ଭମାନଙ୍କର ଆଉ ଆଗକୁ ଯାତ୍ରା କରିବା ବିପଦଜନକ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏହିପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି ଜଳଯାତ୍ରା ବର୍ତ୍ତମାନ ସଙ୍କଟଜନକ ହୋଇପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ଗତ ହୋଇଥିଲା। ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,

Gade chapit la Kopi

ଓଡିଆ ବାଇବେଲ

9 ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି, ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ସମାପ୍ତ ହୋଇଥିଲା । ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଆମେ ସେଠାରେ ଅନେକ ଦିନ ରହିଲୁ। ଇହୁଦୀମାନଙ୍କର ପ୍ରାୟଶ୍ଚିତ୍ତ ପର୍ବ ଶେଷ ହୋଇଯାଇଥିବାରୁ, ସେହି ସମୟରେ ସମୁଦ୍ର ଯାତ୍ରା ବିପଜ୍ଜନକ ହେଲା। ତେଣୁ ପାଉଲ ସେମାନଙ୍କୁ ଏହି ଉପଦେଶ ଦେଲେ:

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି, ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ସମାପ୍ତ ହୋଇଥିଲା। ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ,

Gade chapit la Kopi




ପ୍ରେରିତ 27:9
4 Referans Kwoze  

“ପୁଣି ସପ୍ତମ ମାସର ଦଶମ ଦିନରେ, ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବା ଉଚିତ୍। ସେ ଦିନରେ ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ ନମ୍ର କରିବା ଉଚିତ୍ ଏବଂ ସେହି ଦିନ କୌଣସି ପ୍ରକାର କାର୍ଯ୍ୟ କରିବା ଉଚିତ୍ ନୁହଁ।


ତେଣୁ ତୁମ୍ଭେମାନେ ସାବଧାନ ହୋଇ ରୁହ। ତୁମ୍ଭେମାନେ ମନେପକାଅ ଯେ, ମୁଁ ତିନି ବର୍ଷ ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପାଖରେ ରହି ଆଖିର ଲୁହରେ ପ୍ରତ୍ୟେକଙ୍କୁ ଦିନରାତି ସତର୍କ ବାଣୀ ଶୁଣାଇ ଥିଲି।


Swiv nou:

Piblisite


Piblisite