Biblia Todo Logo
Bib sou entènèt

- Piblisite -




ପ୍ରେରିତ 28:10 - ପବିତ୍ର ବାଇବଲ

10-11 ସେମାନେ ଆମ୍ଭକୁ ବହୁତ ଉପହାର ସହିତ ସମ୍ମାନ ଦେଲେ। ଆମ୍ଭେ ସେଠାରେ ତିନି ମାସ ପର୍ଯ୍ୟନ୍ତ ରହିଲୁ। ଆମ୍ଭେ ଜଳଯାତ୍ରାରେ ବାହାରିବା ସମୟରେ ସେମାନେ ଆମ୍ଭକୁ ଆବଶ୍ୟକୀୟ ଜିନିଷମାନ ମଧ୍ୟ ଦେଲେ। ଆମ୍ଭେ ତିନି ମାସ ପରେ ଆଲେ‌କ୍‌ଜାଣ୍ଡ୍ରିୟା ନଗରୀରେ ଗୋଟିଏ ଜାହାଜରେ ଚଢ଼ି ପୁଣି ଯାତ୍ରା କଲୁ। ତା'ର ନାମ ମିଥୁନ ଥିଲା। ଏହି ଜାହାଜଟି ମେଲିତୀ ଦ୍ୱୀପରେ ଶୀତକାଳ ବିତାଇଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ଵାରା ସମାଦର କଲେ, ପୁଣି ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ।

Gade chapit la Kopi

ଓଡିଆ ବାଇବେଲ

10 ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ସେମାନେ ଆମ୍ଭମାନଙ୍କୁ ଅନେକ ଉପହାର ଦେଲେ ଓ ଆମେ ସେଠାରୁ ଜାହାଜରେ ବସି ଚାଲିଯିବାବେଳେ ଆମ୍ଭମାନଙ୍କ ଯାତ୍ରା ପାଇଁ ଆବଶ୍ୟକ ସାମଗ୍ରୀ ସବୁ ସେମାନେ ଆଣି ଜାହାଜରେ ରଖି ଦେଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେମାନେ ମଧ୍ୟ ଆମ୍ଭମାନଙ୍କୁ ବହୁତ ସମ୍ମାନ ଦ୍ୱାରା ସମାଦର କଲେ, ପୁଣି, ଆମ୍ଭମାନଙ୍କର ପ୍ରସ୍ଥାନ କରିବା ସମୟରେ ଆମ୍ଭମାନଙ୍କ ପ୍ରୟୋଜନୀୟ ପଦାର୍ଥସବୁ ଯୋଗାଇଦେଲେ।

Gade chapit la Kopi




ପ୍ରେରିତ 28:10
15 Referans Kwoze  

ଆମ୍ଭେ ଲୋକମାନଙ୍କର ପ୍ରଶଂସା ଗ୍ଭହୁଁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖରୁ ବା ଅନ୍ୟମାନଙ୍କ ପାଖରୁ ପ୍ରଶଂସା ଗ୍ଭହୁଁ ନାହୁଁ।


ପରମେଶ୍ୱର ସେଗୁଡ଼ିକୁ ଗ୍ରହଣ କରନ୍ତି ଓ ତାହା ତାହାଙ୍କୁ ପ୍ରସନ୍ନ କରେ। ଯୀଶୁଙ୍କ ଧନରେ ମୋ’ ପରମେଶ୍ୱର ଅତି ଧନୀ। ତୁମ୍ଭର ସମସ୍ତ ଆବଶ୍ୟକତାଗୁଡ଼ିକୁ ପୂରଣ କରିବା ଲାଗି ପରମେଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାଙ୍କ ଧନର ବ୍ୟବହାର କରିବେ।


ସଦାପ୍ରଭୁ, ଆମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା କର। ଯିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣରେ ପରମେଶ୍ୱର ଏହିପରି ମନୋଭାବ ଦେଇଅଛନ୍ତି। ଯିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣରେ ପରମେଶ୍ୱର ଏହିପରି ପ୍ରବୃତ୍ତି ଦେଇଅଛନ୍ତି।


ତେଣୁ ହସାୟେଲ ଇଲୀଶାୟଙ୍କୁ ସାକ୍ଷାତ କରିବାକୁ ଗଲେ। ଦମ୍ମେଶକର ସମସ୍ତ ଉତ୍ତମ ପଦାର୍ଥ ଉପହାର ସ୍ୱରୂପ ଗ୍ଭଳି‌ଶ୍‌ଟି ଓଟ ଦ୍ୱାରା ନେଇ ତାଙ୍କ ସମ୍ମୁଖରେ ଉଭା ହୋଇ କହିଲେ, “ଆପଣଙ୍କ ପୁତ୍ର ବି‌ନ୍‌ହଦଦ୍ ଅରାମର ରାଜା ଆପଣଙ୍କ ନିକଟକୁ ମୋତେ ପଠାଇଛନ୍ତି, ସେ ଜାଣିବାକୁ ଇଚ୍ଛା କରୁଛି, ମୁଁ କ’ଣ ଅସୁସ୍ଥତାଠାରୁ ଆରୋଗ୍ୟଲାଭ ହେବି କି?”


ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ଘୃଣା କରେ ଓ ସମ୍ମାନ କରେ ନାହିଁ, କିନ୍ତୁ ସେହି ବ୍ୟକ୍ତି ଯେଉଁମାନେ ସଦାପ୍ରଭୁଙ୍କ ସେବା କରୁଥିବା ଲୋକମାନଙ୍କୁ ସମ୍ମାନ ଦେଖାଏ। ଯଦି ସେ କୌଣସି ପ୍ରତିଶ୍ରୁତି ନିଜ ପଡ଼ୋଶୀକୁ ଦେଇଥାଏ ତେବେ ସେହି ପ୍ରତିଶ୍ରୁତିକୁ ପାଳନ କରେ।


ଏପରି ହେବାର ଦେଖି ଦ୍ୱୀପରେ ଥିବା ଅନ୍ୟ ପୀଡ଼ିତ ଲୋକମାନେ ମଧ୍ୟ ଆସି ସୁସ୍ଥ ହେଲେ।


Swiv nou:

Piblisite


Piblisite