Biblia Todo Logo
Bib sou entènèt

- Piblisite -




ପ୍ରେରିତ 28:12 - ପବିତ୍ର ବାଇବଲ

12 ଆମ୍ଭେମାନେ ସେଥିରେ ସୁରାକୂସା ନଗରୀରେ ପହଞ୍ଚି ସେଠାରେ ତିନି ଦିନ ରହିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,

Gade chapit la Kopi

ଓଡିଆ ବାଇବେଲ

12 ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ପ୍ରଥମେ ସିରାକ୍ୟୁସ୍ ନଗରରେ ପହଞ୍ଚି ସେଠାରେ ତିନିଦିନ ରହିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସୁରାକୂସାରେ ପହଞ୍ଚି ଆମ୍ଭେମାନେ ସେଠାରେ ତିନି ଦିନ ରହିଲୁ,

Gade chapit la Kopi




ପ୍ରେରିତ 28:12
4 Referans Kwoze  

ସେଠାରୁ ବାହାରି ଆମ୍ଭେ ରେଗିୟ ନଗରରେ ପହଞ୍ଚିଲୁ। ସେଠାରେ ଗୋଟିଏ ଦିନ ରହିବା ପରେ ଦକ୍ଷିଣା ପବନ ବହିଲା। ଆମ୍ଭେ ଦ୍ୱିତୀୟ ଦିନ ପୁତେଅଲୀ ନଗରରେ ପହଞ୍ଚିଲୁ।


ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ କଲୁ ଓ ପତଲମାଇରେ ପହଞ୍ଚିଲୁ। ସେଠାରେ ଭାଇମାନଙ୍କୁ ଅଭିନନ୍ଦନ ଜଣେଇ ସେମାନଙ୍କ ସହିତ ଗୋଟିଏ ଦିନ ରହିଲୁ।


ସେହି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥେସଲନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।


Swiv nou:

Piblisite


Piblisite