ପ୍ରେରିତ 3:15 - ପବିତ୍ର ବାଇବଲ15 ଜୀବନ ଦାନ କରିଥିବା ବ୍ୟକ୍ତିକୁ ତୁମ୍ଭେମାନେ ହତ୍ୟା କଲ, ମାତ୍ର ଈଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଲେ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ, ଆମ୍ଭେମାନେ ବି ଏହା ନିଜ ଆଖିରେ ଦେଖିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ, ତାହାଙ୍କୁ ଈଶ୍ଵର ମୃତମାନଙ୍କ ମଧ୍ୟରୁ ଉଠାଇ ଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ। Gade chapit laଓଡିଆ ବାଇବେଲ15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ । Gade chapit laପବିତ୍ର ବାଇବଲ (CL) NT (BSI)15 ଯେ ଜୀବନର ପଥପ୍ରଦର୍ଶକ, ତୁମେ ତାଙ୍କୁ ବଧ କଲ; କିନ୍ତୁ ଈଶ୍ୱର ତାଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଆମେ ଏହାର ସାକ୍ଷୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁ ଈଶ୍ବର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ। Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।