ପ୍ରେରିତ 3:18 - ପବିତ୍ର ବାଇବଲ18 ଈଶ୍ୱର ଖ୍ରୀଷ୍ଟଙ୍କର ଦୁଃଖ ଭୋଗିବା ବିଷୟରେ ପୂର୍ବରୁ ସବୁ କଥା ଭାବବାଦୀମାନଙ୍କ ମୁଖଦ୍ୱାରା କହି ସାରିଥିଲେ। ବର୍ତ୍ତମାନ ପରମେଶ୍ୱର ଏ ସବୁ ଘଟଣା ଘଟାଉଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 କିନ୍ତୁ ଈଶ୍ଵର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ଵାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହିପ୍ରକାରେ ସଫଳ କରିଅଛନ୍ତି। Gade chapit laଓଡିଆ ବାଇବେଲ18 କିନ୍ତୁ ଈଶ୍ୱର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହି ସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)18 ବହୁପୂର୍ବେ ସମସ୍ତ ଭାବବାଦୀମାନଙ୍କୁ ମୁଖରେ ଈଶ୍ୱର ଘୋଷଣା କରିଥିଲେ ଯେ, ମସୀହଙ୍କୁ ଦୁଃଖଭୋଗ କରିବାକୁ ହେବ। ଏହିପରି ଭାବର ବର୍ତ୍ତମାନ ତାହା ସଫଳ ହୋଇଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କିନ୍ତୁ ଈଶ୍ବର ଆପଣା ଖ୍ରୀଷ୍ଟଙ୍କ ଦୁଃଖଭୋଗ ବିଷୟରେ ସମସ୍ତ ଭାବବାଦୀଙ୍କ ମୁଖ ଦ୍ୱାରା ଯାହା ଯାହା ପୂର୍ବରୁ ପ୍ରଚାର କରିଥିଲେ, ସେହିସବୁ ସେ ଏହି ପ୍ରକାରେ ସଫଳ କରିଅଛନ୍ତି। Gade chapit la |
ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମୋତେ କହିଲେ, “ମୋତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ୱାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ୱରଙ୍କର ଜଣେ ସେବକ ମାତ୍ର। ତେଣୁ ପରମେଶ୍ୱରଙ୍କୁ ଉପାସନା କର! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ୟ ହେଉଛି ଭବିଷ୍ୟଦ୍ବାଣୀର ମୂଳ ଆତ୍ମା ସ୍ୱରୂପ।’’