ପ୍ରେରିତ 3:20 - ପବିତ୍ର ବାଇବଲ20 ଏପରି କଲେ ପ୍ରଭୁ ତୁମ୍ଭମାନଙ୍କୁ ଆତ୍ମିକ ଶାନ୍ତି ଦେବେ। ତାହାଙ୍କ ମନୋନୀତ ଖ୍ରୀଷ୍ଟ ଯୀଶୁଙ୍କୁ ମଧ୍ୟ ସେ ତୁମ୍ଭମାନଙ୍କ ପାଖକୁ ପଠାଇଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ଵନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ, ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ। Gade chapit laଓଡିଆ ବାଇବେଲ20 ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ । Gade chapit laପବିତ୍ର ବାଇବଲ (CL) NT (BSI)20 ପ୍ରଭୁଙ୍କଠାରୁ ତୁମେ ଆଧ୍ୟାତ୍ମିକ ଶକ୍ତି ପାଇବ। ଈଶ୍ୱର ତୁମ୍ଭମାନଙ୍କ ପାଇଁ ପୂର୍ବରୁ ମନୋନୀତ ମସୀହ ଯୀଶୁଙ୍କୁ ପୁନର୍ବାର ପଠାଇବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ୱନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ। Gade chapit la |
ଯଦି ତୁମ୍ଭେମାନେ ଶୁଣ ଯେ, ପ୍ରଭୁଙ୍କର ସେହି ଦିନଟି ଆସିଗଲାଣି, ତୁମ୍ଭେମାନେ ଚିନ୍ତାରେ ସହଜରେ ବିବ୍ରତ ହୋଇ ଯାଅ ନାହିଁ କି ଭୟ କର ନାହିଁ। କେତେଜଣ ଏହାକୁ କୌଣସି ଭବିଷ୍ୟଦ୍ବାଣୀ ବା କୌଣସି ସମ୍ବାଦ ବୋଲି କହି ପାରନ୍ତି, କିମ୍ବା କେତେକ ଲୋକ ଏହାକୁ ଆମ୍ଭର ଏକ ଚିଠି ବୋଲି କହି ପାରନ୍ତି ଓ ଦାବି କରି ପାରନ୍ତି ଯେ, ଆମ୍ଭମାନଙ୍କ ଦ୍ୱାରା ଏହି ପତ୍ର ଲେଖାଯାଇଅଛି।