ପ୍ରେରିତ 3:21 - ପବିତ୍ର ବାଇବଲ21 “ପୁନର୍ବାର ସମସ୍ତ କାର୍ଯ୍ୟ ସୁସମ୍ପନ୍ନ ହେବା ପର୍ଯ୍ୟନ୍ତ ଯୀଶୁଙ୍କୁ ସ୍ୱର୍ଗରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟରେ ପରମେଶ୍ୱର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ୟମରେ କହିଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନ କାଳରୁ ଈଶ୍ଵର ଆପଣା ପବିତ୍ର ଭାବବାଦୀ-ମାନଙ୍କ ମୁଖ ଦ୍ଵାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ଵର୍ଗରେ ଗୃହୀତ ହେବାକୁ ହେବ। Gade chapit laଓଡିଆ ବାଇବେଲ21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ୱର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ । Gade chapit laପବିତ୍ର ବାଇବଲ (CL) NT (BSI)21 ପୁରାକାଳର ଧାର୍ମିକ ଭାବବାଦୀମାନଙ୍କ ଦ୍ୱାରା ଈଶ୍ୱରଙ୍କ ଘୋଷଣାନୁସାରେ ସମସ୍ତ ବିଷୟର ନବୀକରଣ ହେବା ପର୍ଯ୍ୟନ୍ତ ସେ ସ୍ୱର୍ଗରେ ଅବସ୍ଥାନ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସମସ୍ତ ବିଷୟ ପୁନଃସ୍ଥାପନର ଯେଉଁ ସମୟର କଥା ଅତି ପ୍ରାଚୀନକାଳରୁ ଈଶ୍ବର ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା କହିଅଛନ୍ତି, ସେହି ସମୟ ଉପସ୍ଥିତ ନ ହେବା ପର୍ଯ୍ୟନ୍ତ ତାହାଙ୍କୁ ନିଶ୍ଚୟ ସ୍ୱର୍ଗରେ ଗୃହୀତ ହେବାକୁ ହେବ। Gade chapit la |