ପ୍ରେରିତ 3:22 - ପବିତ୍ର ବାଇବଲ22 ମୋଶା କହିଛନ୍ତି, ‘ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଜଣେ ଭାବବାଦୀ ଦେବେ। ସେହି ଭାବବାଦୀ ତୁମ୍ଭମାନଙ୍କ ମଧ୍ୟରୁ ଆସିବେ। ସେ ମୋ’ ପରି ହେବେ। ସେ ଯାହା କହିବେ, ତାହା ତୁମ୍ଭମାନଙ୍କୁ ମାନିବାକୁ ପଡ଼ିବ। Gade chapit laପବିତ୍ର ବାଇବଲ (Re-edited) - (BSI)22 ମୋଶା ତ କହିଥିଲେ, ପ୍ରଭୁ ଈଶ୍ଵର ତୁମ୍ଭମାନଙ୍କର ଭ୍ରାତୃଗଣ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କି ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ। Gade chapit laଓଡିଆ ବାଇବେଲ22 ମୋଶା ତ କହିଥିଲେ, ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହି ସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ । Gade chapit laପବିତ୍ର ବାଇବଲ (CL) NT (BSI)22 ଏ ସମ୍ପର୍କରେ ମୋଶା କହିଥିଲେ, “ତୁମ ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋ’ ପରି ଜଣେ ଭାବବାଦୀଙ୍କୁ ପଠାଇବେ। ସେ ତୁମ ନିଜ ଲୋକମାନଙ୍କ ମଧ୍ୟରୁ ଜଣେ ହେବେ। ସେ ତୁମ୍ଭମାନଙ୍କୁ ଯାହା କହିବେ, ସେହି ସମସ୍ତ ବିଷୟ ତୁମ୍ଭେମାନେ ପାଳନ କରିବା ଉଚିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ମୋଶା ତ କହିଥିଲେ, ପ୍ରଭୁ ଈଶ୍ବର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ। Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।