ପ୍ରେରିତ 4:13 - ପବିତ୍ର ବାଇବଲ13 ସେମାନେ ଯେତେବେଳେ ପିତର ଓ ଯୋହନଙ୍କର ଏପରି ସାହସ ଦେଖିଲେ ଓ ଜାଣି ପାରିଲେ ଯେ ସେମାନେ ଅଶିକ୍ଷିତ ଓ ସାଧାରଣ ଲୋକ, ସେମାନେ ବହୁତ ଆଶ୍ଚର୍ଯ୍ୟ ହେଲେ। ସେମାନେ ଏହା ମଧ୍ୟ ବୁଝି ପାରିଲେ ଯେ, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଚମତ୍କୃତ ହେଲେ, ପୁଣି ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ, Gade chapit laଓଡିଆ ବାଇବେଲ13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ, Gade chapit laପବିତ୍ର ବାଇବଲ (CL) NT (BSI)13 ପିତର ଓ ଯୋହନ ଅଶିକ୍ଷିତ ଓ ସାଧାରଣ ଲୋକ ଥିଲେ ବୋଲି ମହାସଭାର ସଦସ୍ୟମାନେ ଜାଣିଥିଲେ। ତେଣୁ ସେହି ଦୁଇ ଶିଷ୍ୟଙ୍କର ସାହସ ଦେଖି ସେମାନେ ଆଚମ୍ବିତ ହେଲେ। ପୁଣି ସେମାନେ ଜାଣିଥିଲେ ଯେ, ସେ ଦୁହେଁ ଯୀଶୁଙ୍କର ସହଚର ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ, ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ, Gade chapit la |
ମାତ୍ର ବର୍ଣ୍ଣବ୍ବା, ଶାଉଲଙ୍କୁ ଗ୍ରହଣ କଲେ ଓ ତାହାଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କ ପାଖକୁ ଗଲେ। ଦମ୍ମେସକକୁ ଯିବା ବାଟରେ ଶାଉଲ କିପାରି ପ୍ରଭୁଙ୍କ ଦର୍ଶନ ପାଇଥିଲେ ଓ ପ୍ରଭୁ ତାହାଙ୍କୁ ସହ କିପରି କଥା ହେଲେ, ଏହା ପ୍ରେରିତମାନଙ୍କୁ ବୁଝାଇ କହିଲେ। ଶାଉଲ ଦମ୍ମେସକରେ କିପରି ନିର୍ଭୀକ ଭାବରେ ଯୀଶୁଙ୍କ ନାମରେ ପ୍ରଗ୍ଭର କରିଥିଲେ, ଏହା ସବୁ ମଧ୍ୟ ସେ ସେମାନଙ୍କୁ ବୁଝାଇ ଦେଲେ।