ପ୍ରେରିତ 4:14 - ପବିତ୍ର ବାଇବଲ14 ସେମାନେ ଦେଖିଲେ, ସେହି ଛୋଟ ଲୋକଟି ସୁସ୍ଥ ହୋଇ ପ୍ରେରିତମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟିକି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ବିରୁଦ୍ଧରେ କିଛି କହି ପାରିଲେ ନାହିଁ। Gade chapit laଓଡିଆ ବାଇବେଲ14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)14 କିନ୍ତୁ ସେମାନେ ବିରୋଧ କରି କିଛି କହିପାରିଲେ ନାହିଁ; କାରଣ ସେମାନେ ସୁସ୍ଥ ହୋଇଥିବା ଲୋକଟିକୁ ପିତର ଓ ଯୋହନଙ୍କ ସହିତ ଛିଡ଼ା ହୋଇଥିବାର ଦେଖିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ। Gade chapit la |
ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।