ପ୍ରେରିତ 4:22 - ପବିତ୍ର ବାଇବଲ22 ଏହି ଅସାଧାରଣ କାର୍ଯ୍ୟ ପରମେଶ୍ୱରଙ୍କର ଗୋଟିଏ ପ୍ରମାଣ ଥିଲା। ସୁସ୍ଥ ହୋଇଥିବା ଲୋକଟିର ବୟସ ଗ୍ଭଳିଶ୍ ବର୍ଷରୁ ଅଧିକ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)22 କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ଵ ଥିଲା। Gade chapit laଓଡିଆ ବାଇବେଲ22 କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା । Gade chapit laପବିତ୍ର ବାଇବଲ (CL) NT (BSI)22 ଯେଉଁ ଲୋକ ଆଶ୍ଚର୍ଯ୍ୟଭାବେ ସୁସ୍ଥତା ଲାଭ କରିଥିଲା, ତା’ର ବୟସ ଚାଳିଶ ବର୍ଷରୁ ଅଧିକ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ଯେଉଁ ଲୋକଠାରେ ସେହି ସୁସ୍ଥତାର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା। Gade chapit la |