ପ୍ରେରିତ 4:27 - ପବିତ୍ର ବାଇବଲ27 ଯେତେବେଳେ ହେରୋଦ, ପନ୍ତିୟ ପୀଲାତ, ଇସ୍ରାଏଲ ଅନ୍ୟ ଦେଶୀୟମାନେ ମିଳିତ ହୋଇ ଏହି ସହରରେ ଜମା ହୋଇ ତୁମ୍ଭର ପବିତ୍ର ସେବକ ଯୀଶୁଙ୍କ ବିରୁଦ୍ଧରେ ଠିଆ ହେଲେ ସେତେବେଳେ ଏହା ପ୍ରକୃତରେ ସଫଳ ହେଲା। ସେହି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ। Gade chapit laପବିତ୍ର ବାଇବଲ (Re-edited) - (BSI)27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତୀୟ ପୀଲାତ ଉଭୟ ବିଜାତି ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ, Gade chapit laଓଡିଆ ବାଇବେଲ27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୂଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ, Gade chapit laପବିତ୍ର ବାଇବଲ (CL) NT (BSI)27 କାରଣ ଏହି ନଗରୀରେ ହେରୋଦ ଓ ପନ୍ତୀୟ ପୀଲାତ ଅଣଇହୁଦୀ ଓ ଇଶ୍ରାୟେଲ ଲୋକମାନଙ୍କ ସହିତ ମିଶି ତୁମ ଦ୍ୱାରା ନିଯୁକ୍ତ ମସୀହ, ତୁମ ପବିତ୍ର ଦାସଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତିୟ ପୀଲାତ ଉଭୟ ଅଣଯିହୁଦୀ ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ, Gade chapit la |
“ଯିରୁଶାଲମ, ରେ ଯିରୁଶାଲମ! ତୁ ଭବିଷ୍ୟଦ୍ବକ୍ତାମାନଙ୍କୁ ହତ୍ୟା କରିଛୁ। ପରମେଶ୍ୱର ଯେଉଁମାନଙ୍କୁ ତୋ’ ପାଖକୁ ପଠାଇଥିଲେ, ତୁ ସେମାନଙ୍କୁ ପଥର ଫୋପାଡ଼ି ହତ୍ୟା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାଯ୍ୟ କରିବାକୁ ଇଚ୍ଛା କରିଥିଲି। ଯେଭଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସେହିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନେକ ଥର ଗ୍ଭହିଁଥିଲି। କିନ୍ତୁ ତୁ ମୋତେ ତାହା କରେଇ ଦେଲୁ ନାହିଁ।
ସଦାପ୍ରଭୁଙ୍କର ସେବକ କୁହନ୍ତି, “ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି, କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି। ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ ବନ୍ଦୀ ଲୋକମାନଙ୍କୁ ମୁକ୍ତି ଦେବାକୁ ଓ ନିର୍ବାସିତ ଲୋକମାନଙ୍କୁ କାରାମୁକ୍ତ କରିବାକୁ ପ୍ରଗ୍ଭର କରିବା ନିମନ୍ତେ ମୋତେ ପ୍ରେରଣ କରିଛନ୍ତି।
ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସକ କର୍ତ୍ତାମାନଙ୍କର ଦାସ, ତାକୁ ଇସ୍ରାଏଲର ମୁକ୍ତିଦାତା ଓ ତା'ର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କୁହନ୍ତି। ପୁଣି ବିଶ୍ୱସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, “ତାଙ୍କ ସକାଶେ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ, ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”