Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:3 - ପବିତ୍ର ବାଇବଲ

3 ତେଣୁ ସେମାନେ କାରାଗାରରେ ବନ୍ଦୀ କରିଦେଲେ। ସନ୍ଧ୍ୟା ହୋଇଯାଇ ଥିବାରୁ ସେମାନଙ୍କୁ ପରଦିନ ପର୍ଯ୍ୟନ୍ତ ବନ୍ଦୀ କରି ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ସେମାନେ ସେମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ତେଣୁ ସେମାନେ ଉକ୍ତ ଦୁଇଜଣ ପ୍ରେରିତ ଶିଷ୍ୟଙ୍କୁ ଗିରଫ କଲେ ଓ ସେଦିନ ବହୁ ବିଳମ୍ବ ସେମାନଙ୍କୁ ବନ୍ଦୀଶାଳାରେ ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା।

Gade chapit la Kopi




ପ୍ରେରିତ 4:3
11 Referans Kwoze  

ସେମାନେ ପ୍ରେରିତମାନଙ୍କୁ ବନ୍ଦୀକରି କାରାଗାରରେ ରଖିଲେ।


ସେ ମହାଯାଜକଙ୍କ ପାଖକୁ ଯାଇ ଦମ୍ମେସକ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହା ଦ୍ୱାରା ସେ ଯେତେବେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତେବେଳେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିପାରିବେ।


ଏହା କରିବା ଦ୍ୱାରା ସେମାନେ ପୁରୁଖା ଯିହୂଦୀ ନେତାଙ୍କୁ ଆଇନର ଶିକ୍ଷକମାନଙ୍କୁ ଓ ଲୋକମାନଙ୍କୁ ଉତ୍ତେଜିତ କଲେ ଓ ସ୍ତିଫାନଙ୍କୁ ଧରିନେଇ ମହାସଭାକୁ ନେଇ ଆସିଲେ।


ତା'ପରେ ସୈନ୍ୟମାନେ ଓ ସେମାନଙ୍କ ସେନାପତିମାନେ ଓ ଯିହୂଦୀମାନଙ୍କର ପ୍ରହରୀମାନେ ଯୀଶୁଙ୍କୁ ବନ୍ଦୀ କଲେ।


ସେମାନେ ଯୀଶୁଙ୍କ ବନ୍ଦୀ କରି ମହାଯାଜକଙ୍କ ଘର ଭିତରକୁ ନେଇଗଲେ। ପିତର ସେମାନଙ୍କ ପଛେ ପଛେ ଗଲେ। କିନ୍ତୁ ସେ ଯୀଶୁଙ୍କ ପାଖାପାଖି ଆସୁ ନ ଥିଲେ।


ଯୀଶୁଙ୍କୁ ବନ୍ଦୀ କରିବା ପାଇଁ ଯେଉଁ ଦଳ ଆସିଥିଲେ, ସେଥିରେ ପ୍ରଧାନଯାଜକ, ପ୍ରାଚୀନ, ଯିହୂଦୀ ନେତା ଓ ଯିହୂଦୀ ସୈନ୍ୟମାନେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଖଣ୍ଡା ଓ ଠେଙ୍ଗା ଧରି ଏଠାକୁ କାହିଁକି ଆସିଛ? ତୁମ୍ଭେମାନେ କ’ଣ ଭାବୁଛ ଯେ ମୁଁ ଗୋଟିଏ ଅପରାଧୀ?


ଯୋହନ କାରାଗାରରେ ବନ୍ଦୀ ହୋଇଥିବା ଖବର ଯୀଶୁ ଶୁଣିଲେ, ତେଣୁ ଯୀଶୁ ଗାଲିଲୀକୁ ଫେରିଗଲେ।


Swiv nou:

Piblisite


Piblisite