Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:37 - ପବିତ୍ର ବାଇବଲ

37 ଯୋଷେଫଙ୍କର ଖଣ୍ଡିଏ କ୍ଷେତଥିଲା। ସେ ତାହାକୁ ବିକ୍ରୀ କରିଦେଲେ ଓ ବିକ୍ରୀଲ‌ବ୍‌‌ଧ ସମସ୍ତ ଟଙ୍କା ଆଣି ପ୍ରେରିତମାନଙ୍କୁ ଦେଇଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ତାଙ୍କର ଖଣ୍ତେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ।

Gade chapit la Kopi

ଓଡିଆ ବାଇବେଲ

37 ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ତାଙ୍କର ଜମି ବିକ୍ରୟ କରି ଲବ୍ଧ ଧନ ପ୍ରେରିତ ଶିଷ୍ୟମାନଙ୍କୁ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ।

Gade chapit la Kopi




ପ୍ରେରିତ 4:37
4 Referans Kwoze  

ମୋ’ ପାଇଁ ଯେଉଁ ଲୋକ ଘରଦ୍ୱାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦେଇଛି, ସେ ଶହେ ଗୁଣ ଅଧିକା ପାଇବ ଏବଂ ଅନନ୍ତ ଜୀବନ ପାଇବ।


ସମସ୍ତ ବିଶ୍ୱାସୀମାନେ ଏକାଠି ରହିଲେ ଏବଂ ସେମାନଙ୍କ ପାଖରେ ଯାହାସବୁ ଥିଲା, ସେଥିରେ ସମସ୍ତେ ଭାଗୀଦାର ହେଲେ।


Swiv nou:

Piblisite


Piblisite