ପ୍ରେରିତ 4:7 - ପବିତ୍ର ବାଇବଲ7 ସେମାନେ ପ୍ରେରିତମାନଙ୍କୁ ସାମନାରେ ଠିଆ କରି ପଗ୍ଭରିଲେ, “ତୁମ୍ଭେମାନେ କେଉଁ କ୍ଷମତା କିମ୍ବା କେଉଁ ଅଧିକାରରେ ଏହି କାର୍ଯ୍ୟ କଲ? ତୁମ୍ଭେମାନେ ଏ ଛୋଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?” Gade chapit laପବିତ୍ର ବାଇବଲ (Re-edited) - (BSI)7 ସେମାନେ ପ୍ରେରିତମାନଙ୍କୁ ମଧ୍ୟସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ? Gade chapit laଓଡିଆ ବାଇବେଲ7 ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ ? Gade chapit laପବିତ୍ର ବାଇବଲ (CL) NT (BSI)7 ଶିଷ୍ୟମାନଙ୍କୁ ସେମାନଙ୍କ ସମ୍ମୁଖକୁ ଅଣାଇ ପ୍ରଶ୍ନ କଲେ, “ତୁମେ ଏହାସବୁ କିପରି କରୁଛ? କାହା ଶକ୍ତିରେ ବା କାହା ନାମରେ ଏହା କରୁଛ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ? Gade chapit la |
ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି।