ପ୍ରେରିତ 5:15 - ପବିତ୍ର ବାଇବଲ15 ତେଣୁ ଲୋକମାନେ ରୋଗୀମାନଙ୍କୁ ରାସ୍ତାକୁ ବହି ଆଣିଲେ, ଯେପରିକି ପିତରଙ୍କ ଛାଇ ଯିବା ଆସିବା ସମୟରେ ରୋଗୀମାନଙ୍କ ଉପରେ ପଡ଼ି ପାରିବ। ଏହା ଦ୍ୱାରା ସେହି ରୋଗୀମାନେ ସୁସ୍ଥ ହୋଇପାରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏପରି କି, ପିତର ଆସିବା ସମୟରେ ଅନ୍ତତଃ ତାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ତକୁ ବୋହିନେଇ ଆସି, ଶେଯ ଓ ଖଟିଆରେ ରଖିଦେଉଥିଲେ। Gade chapit laଓଡିଆ ବାଇବେଲ15 ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)15 ପ୍ରେରିତ ଶିଷ୍ୟମାନଙ୍କର କାର୍ଯ୍ୟ ବିଶେଷ ଫଳପ୍ରଦ ହେଲା, ଏପରିକି ପିତର ଚାଲିଯାଉଥିବା ସମୟରେ ତାଙ୍କର ଛାଇ ପଡ଼ିବା ପାଇଁ ଲୋକମାନେ ରୋଗୀମାନଙ୍କୁ ବୋହି ଆଣି ବାଟରେ ବିଛଣା ଓ ଚଟେଇରେ ଶୁଆଇ ଦେଉଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ, ଏଥିନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ। Gade chapit la |