Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:18 - ପବିତ୍ର ବାଇବଲ

18 ସେମାନେ ପ୍ରେରିତମାନଙ୍କୁ ବନ୍ଦୀକରି କାରାଗାରରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

18 ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ସେମାନେ ପ୍ରେରିତ ଶିଷ୍ୟମାନଙ୍କୁ ଗିରଫ କରି ସାଧାରଣ କାରାଗାରରେ ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ।

Gade chapit la Kopi




ପ୍ରେରିତ 5:18
10 Referans Kwoze  

ତେଣୁ ସେମାନେ କାରାଗାରରେ ବନ୍ଦୀ କରିଦେଲେ। ସନ୍ଧ୍ୟା ହୋଇଯାଇ ଥିବାରୁ ସେମାନଙ୍କୁ ପରଦିନ ପର୍ଯ୍ୟନ୍ତ ବନ୍ଦୀ କରି ରଖିଲେ।


ସେମାନେ କ’ଣ କେବଳ ଇସ୍ରାଏଲୀୟ? ମୁଁ ମଧ୍ୟ। ସେମାନେ କ’ଣ କେବଳ ଅବ୍ରହାମଙ୍କ ବଂଶଧାର? ମୁଁ ମଧ୍ୟ। ସେମାନେ କ’ଣ କେବଳ ଖ୍ରୀଷ୍ଟଙ୍କ ସେବକ? ମୁଁ ମଧ୍ୟ। ମୁଁ କ’ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି? ସେମାନଙ୍କ ତୁଳନାରେ ମୁଁ ଅଧିକ କଠୋର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମୋତେ ଥରକୁ ଥର ମାଡ଼ ମରାଯାଇଛି। ଅନେକ ଥର ମୁଁ ମୃତ୍ୟୁର ସନ୍ନିକଟ ହୋଇଛି।


“କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନେବେ, ଓ ତୁମ୍ଭମାନଙ୍କୁ ଯନ୍ତ୍ରଣା ଦେବେ। ଲୋକମାନେ ସେମାନଙ୍କର ସମାଜଗୃହମାନଙ୍କରେ ତୁମ୍ଭମାନଙ୍କର ବିଗ୍ଭର କରିବେ ଓ ତୁମ୍ଭମାନଙ୍କୁ କାରାଗାରରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନାରେ ତୁମ୍ଭମାନଙ୍କୁ ହାଜର କରାଯିବ। ତୁମ୍ଭେମାନେ ମୋର ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ୟବହାର କରିବେ।


ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାରରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭେମାନେ ଦଶ ଦିନ ପର୍ଯ୍ୟନ୍ତ ଦୁଃଖ କଷ୍ଟ ସହିବ। କିନ୍ତୁ ବିଶ୍ୱସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ୟୁବରଣ କରିବାକୁ ପଡ଼ିପାରେ। ତୁମ୍ଭେ ଯଦି ବିଶ୍ୱସ୍ତ ରହିବ, ତେବେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦେବି।


କେତେ ଲୋକ ହାସ୍ୟର ପାତ୍ର ହେଲେ ଓ କୋରଡ଼ା ଆଘାତ ପାଇଲେ। ଅନ୍ୟମାନେ ବନ୍ଧା ହେଲେ, ଓ ବନ୍ଦୀଘରେ ରଖା ଗଲେ।


ଆଉ ସେହି ଅଧିପତିମାନେ ଯିରିମିୟଙ୍କ ଉପରେ ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ତାଙ୍କୁ ପ୍ରହାର କଲେ ଓ ଯୋନାଥନ୍ ଲେଖକ ଗୃହସ୍ଥିତ କାରାଗାରରେ ରଖିଲେ। କାରଣ ସେମାନେ ଯୋନାଥନ୍ ଗୃହକୁ କାରାଗାରରେ ପରିଣତ କରିଥିଲେ।


ଯୋହନ କାରାଗାରରେ ବନ୍ଦୀ ହୋଇଥିବା ଖବର ଯୀଶୁ ଶୁଣିଲେ, ତେଣୁ ଯୀଶୁ ଗାଲିଲୀକୁ ଫେରିଗଲେ।


Swiv nou:

Piblisite


Piblisite