Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:21 - ପବିତ୍ର ବାଇବଲ

21 ଏହା ଶୁଣି ପ୍ରେରିତମାନେ ସକାଳୁ ମନ୍ଦିରକୁ ଯାଇ ଲୋକମାନଙ୍କୁ ଉପଦେଶ ଦେଲେ। ଏହି ସମୟରେ ମହାଯାଜକ ଓ ତାହାଙ୍କର ବନ୍ଧୁମାନେ ସେହି ମନ୍ଦିରର ଅନ୍ୟ ପାଖରେ ପହଞ୍ଚି ଇସ୍ରାଏଲର ବିଶିଷ୍ଟ ଲୋକମାନଙ୍କର ଏକ ସଭା ଡାକିଲେ। ସେମାନେ ପ୍ରେରିତମାନଙ୍କୁ କାରାଗାରରୁ ଆଣିବା ପାଇଁ କିଛି ଲୋକଙ୍କୁ ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ।

Gade chapit la Kopi

ଓଡିଆ ବାଇବେଲ

21 ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ପ୍ରେରିତ ଶିଷ୍ୟମାନେ ତାଙ୍କ କଥା ମାନି ଉଷା କାଳରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ପ୍ରଧାନ ଯାଜକ ଓ ତାଙ୍କ ସହକର୍ମୀମାନେ ମହାସଭାର ଏକ ପୂର୍ଣ୍ଣ ବୈଠକ ପାଇଁ ସମସ୍ତ ଇହୁଦୀ ନେତାମାନଙ୍କୁ ଡକାଇ ଆଣିଲେ ଏବଂ ତା’ପରେ ପ୍ରେରିତ ଶିଷ୍ୟମାନଙ୍କୁ ସେହି ସଭାରେ ଉପସ୍ଥିତ କରାଇବା ପାଇଁ କର୍ମଚାରୀମାନଙ୍କୁ ନିର୍ଦ୍ଦେଶ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ। ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ।

Gade chapit la Kopi




ପ୍ରେରିତ 5:21
16 Referans Kwoze  

ତହିଁ ଆରଦିନ ଅତି ସକାଳୁ ସେ ମନ୍ଦିରକୁ ଫେରି ଆସିଲେ। ସବୁ ଲୋକମାନେ ଯୀଶୁଙ୍କ ପାଖକୁ ଆସିଲେ। ସେ ବସି ଲୋକମାନଙ୍କୁ ଶିକ୍ଷା ଦେଲେ।


କାରଣ ତୁମ୍ଭେ ସମସ୍ତ ଲୋକମାନଙ୍କ ପାଖରେ ତାହାଙ୍କର ସାକ୍ଷୀ ହେବ। ତୁମ୍ଭେ ଯାହା ଯାହା ଦେଖିଛ ଓ ଶୁଣିଛ, ତାହା ସମସ୍ତଙ୍କୁ କହିବ।


ପ୍ରେରିତମାନେ ମହାସଭା ଛାଡ଼ି ଗ୍ଭଲିଗଲେ। ସେମାନେ ଖୁସୀ ହେଲେ ଯେ, ସେମାନଙ୍କୁ ଯୀଶୁଙ୍କ ନାମରେ ଅପମାନ ସହିବାକୁ ଯୋଗ୍ୟ ବିବେଚିତ କରାଯାଇଛି।


କିନ୍ତୁ ସେହି ସଭାରେ ଆଇନ ଶିକ୍ଷକ ଗମଲୀୟେଲ ନାମକ ଜଣେ ସମ୍ମାନଜନକ ଫାରୂଶୀ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ପାଇଁ ବାହାରକୁ ଯିବା ପାଇଁ ଆଦେଶ ଦେଲେ।


ସେମାନେ ପ୍ରେରିତମାନଙ୍କୁ ଭିତରକୁ ଆଣି ମହାସଭାରେ ଉପସ୍ଥିତ କରାଇଲେ। ତା'ପରେ ମହାଯାଜକ ସେମାନଙ୍କୁ ପଗ୍ଭରିଲେ,


ମହାଯାଜକ ଓ ତାହାଙ୍କର ସବୁ ବନ୍ଧୁମାନେ, ଅର୍ଥାତ୍ ସାଦ୍ଦୂକୀ ଦଳ ଈର୍ଷାନ୍ୱିତ ହୋଇ ସେମାନଙ୍କ ବିରୁଦ୍ଧରେ ଠିଆ ହେଲେ।


ପୀଲାତ କହିଲେ, “ମୁଁ ଜଣେ ଯିହୂଦୀ ନୁହେଁ। ତୁମ୍ଭ ନିଜର ଲୋକମାନେ ଓ ସେମାନଙ୍କର ପ୍ରଧାନଯାଜକମାନେ ତୁମ୍ଭକୁ ମୋ’ ପାଖକୁ ଆଣିଛନ୍ତି। ତୁମ୍ଭେ କ'ଣ ଦୋଷ କରିଛ?”


ତା’ ପରଦିନ ସକାଳେ, ପ୍ରାଚୀନ ଯିହୂଦୀ ନେତା ଗଣ, ପ୍ରଧାନଯାଜକ ଓ ଧର୍ମଶାସ୍ତ୍ରୀମାନେ ଏକାଠି ହେଲେ। ସେମାନେ ଯୀଶୁଙ୍କୁ ସେମାନଙ୍କର ସର୍ବୋଚ୍ଚ ନ୍ୟାୟଳୟକୁ ନେଇଗଲେ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି ଯେ, ତୁମ୍ଭେମାନେ ଅନ୍ୟଉପରେ ରାଗ ନାହିଁ, କାରଣ ପ୍ରତ୍ୟେକ ଲୋକ ତୁମ୍ଭର ଭାଇ ପରି ଅଟେ। ତେଣୁ ଯଦି ତୁମ୍ଭେ ଅନ୍ୟ ଉପରେ ରାଗିବ, ତେବେ ତୁମ୍ଭେ ମଧ୍ୟ ବିଗ୍ଭରାଳୟରେ ବିଗ୍ଭରିତ ହେବ। ତୁମ୍ଭେମାନେ ଯଦି ଅନ୍ୟକୁ ଅପମାନ ଦେଇ ଖରାପ କଥା କୁହ, ତେବେ ତୁମ୍ଭକୁ ଯିହୂଦୀୟ ସର୍ବୋଚ୍ଚ ବିଗ୍ଭରାଳୟରେ ବିଗ୍ଭରିତ ହେବାକୁ ହେବ। ଯଦି ଅନ୍ୟକୁ ମୂର୍ଖ ବୋଲି କୁହ, ତେବେ ତୁମ୍ଭକୁ ନର୍କର ନିଆଁ ଭିତରେ ପକାଇ ଦିଆଯିବ।


ଯୋଷେଫ ଅନ୍ୟ କାର୍ଯ୍ୟକାରୀତାମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେପରି ସେ ମଲେ। ଯୋଷେଫ ରାଜାଙ୍କର ଉପଦେଶକାରୀମାନଙ୍କୁ ଶିକ୍ଷା ଦେଲେ।


“ମହାଯାଜକ ଓ ପ୍ରାଚୀନ ଲୋକମାନଙ୍କର ସମ୍ପୂର୍ଣ୍ଣ ପରିଷଦ ଏ କଥାର ସାକ୍ଷୀ ଅଟନ୍ତି। ମୁଁ ସେମାନଙ୍କଠାରୁ ଦମ୍ମେସକରେ ଥିବା ସେମାନଙ୍କର ଭାଇମାନଙ୍କ ପାଖକୁ ପତ୍ର ନେଇ ଯାଇଥିଲି। ସେଠାରେ ଥିବା ଯୀଶୁଙ୍କର ଶିଷ୍ୟମାନେ ଯେପରି ଦଣ୍ଡ ପାଇପାରନ୍ତି, ଏଥିନିମନ୍ତେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିବା ପାଇଁ ମୁଁ ଯାଉଥିଲି।


Swiv nou:

Piblisite


Piblisite