Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:22 - ପବିତ୍ର ବାଇବଲ

22 କିନ୍ତୁ ସେହି ଲୋକମାନେ କାରାଗାରରେ ପ୍ରେରିତମାନଙ୍କୁ ନ ପାଇ ଫେରିଗଲେ ଓ ଯାଇ ସେମାନଙ୍କୁ ଏହି ଖବର ଦେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରି ଆସି କହିଲେ,

Gade chapit la Kopi

ଓଡିଆ ବାଇବେଲ

22 କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରିଆସି କହିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 କିନ୍ତୁ କର୍ମଚାରୀମାନେ କାରାଗାରରେ ପ୍ରେରିତ ଶିଷ୍ୟମାନଙ୍କୁ ନ ପାଇ ଫେରି ଆସିଲେ ଏବଂ ମହାସଭାକୁ ଜଣାଇଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରିଆସି କହିଲେ,

Gade chapit la Kopi




ପ୍ରେରିତ 5:22
4 Referans Kwoze  

ପିତର ଅଳ୍ପ ଦୂରରେ ରହି ମହାଯାଜକଙ୍କ ଅଗଣା ପର୍ଯ୍ୟନ୍ତ ଯୀଶୁଙ୍କ ପଛେ ପଛେ ଗଲେ। ଯୀଶୁଙ୍କର ପରିଣାମ କ’ଣ ହେବ, ତାହା ଦେଖିବା ପାଇଁ ସେ ଭିତରକୁ ଯାଇ ପ୍ରହରୀମାନଙ୍କ ମଧ୍ୟରେ ବସିପଡ଼ିଲେ।


“ଆମ୍ଭେ କାରାଗାରରେ ଭଲ ଭାବରେ ତାଲା ପଡ଼ିଥିବାର ଦେଖିଲୁ ଓ ଜଗୁଆଳୀମାନଙ୍କୁ ଦ୍ୱାର ପାଖରେ ଠିଆ ହେବାର ମଧ୍ୟ ଦେଖିଲୁ। କିନ୍ତୁ ଆମ୍ଭେ ଯେତେବେଳେ କାରାଗାର ଖୋଲି ଦେଖିଲୁ, ସେତେବେଳେ ସେଠାରେ କେହି ନ ଥିଲେ।”


ତେଣୁ ସେନାପତି ସେହି ଲୋକମାନଙ୍କୁ ସାଙ୍ଗରେ ନେଇ ପ୍ରେରିତମାନଙ୍କୁ ନେଇ ଆସିଲେ। ସେମାନେ ପ୍ରେରିତମାନଙ୍କୁ ଜୋ‌ର୍‌‌ଜବରଦସ୍ତି କରି ଆଣିଲେ ନାହିଁ କାରଣ ସେମାନେ ଭୟ କଲେ, ଯଦି ସେମାନେ ଏପରି କରିବେ, ତେବେ ଲୋକମାନେ ହୁଏତ ସେମାନଙ୍କୁ ପଥର ଫୋପାଡ଼ିବେ।


ତହିଁ ଆରଦିନ ସକାଳ ହେବାରୁ ସୈନ୍ୟମାନେ ଅତି ବିବ୍ରତ ହୋଇଗଲେ। ପିତରଙ୍କ ପ୍ରତି କ’ଣ ଘଟିଥିବ, ଏହା ଭାବି ସେମାନେ ଚିନ୍ତିତ ହୋଇପଡ଼ିଲେ।


Swiv nou:

Piblisite


Piblisite