Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:34 - ପବିତ୍ର ବାଇବଲ

34 କିନ୍ତୁ ସେହି ସଭାରେ ଆଇନ ଶିକ୍ଷକ ଗମଲୀୟେଲ ନାମକ ଜଣେ ସମ୍ମାନଜନକ ଫାରୂଶୀ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ପାଇଁ ବାହାରକୁ ଯିବା ପାଇଁ ଆଦେଶ ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥା-ଅଧ୍ୟାପକ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,

Gade chapit la Kopi

ଓଡିଆ ବାଇବେଲ

34 କିନ୍ତୁ ଗମଲୀୟେଲ୍ ନାମକ ଜଣେ ଫାରୂଶୀ, ଯେ କି ମୋଶାଙ୍କ ବ୍ୟବସ୍ଥା ଶିକ୍ଷକ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

34 କିନ୍ତୁ ସେମାନଙ୍କ ମଧ୍ୟରୁ ଗମଲିଏଲ ନାମକ ଜଣେ ମାନ୍ୟାସ୍ପଦ ଫାରୂଶୀ ଧର୍ମଗୁରୁ ମହାସଭାରେ ଛିଡ଼ା ହୋଇ ପ୍ରେରିତ ଶିଷ୍ୟମାନଙ୍କୁ ବାହାରକୁ ନେଇ ଯିବା ପାଇଁ ନିର୍ଦ୍ଦେଶ ଦେଲେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 କିନ୍ତୁ ଗମଲୀୟେଲ ନାମକ ଜଣେ ଫାରୂଶୀ, ଯେ କି ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,

Gade chapit la Kopi




ପ୍ରେରିତ 5:34
14 Referans Kwoze  

“ମୁଁ ଜଣେ ଯିହୂଦୀୟ ଲୋକ। ମୋର ଜନ୍ମ କିଲିକିଆ ଦେଶର ତାର୍ଷ ନଗରରେ। କିନ୍ତୁ ଏହି ନଗରରେ ମୋର ଲାଳନପାଳନ ହୋଇଥିଲା। ମୁଁ ଆମ୍ଭ ପିତୃପୁରୁଷଙ୍କ ନିୟମ ଗୁଡ଼ିକ ବିଷୟରେ ଗୁରୁ ଗମଲୀୟେଲଙ୍କ ପାଖରୁ ବହୁତ ଯତ୍ନ ସହକାରେ ତାଲିମ ପାଇଛି। ତୁମ୍ଭେମାନଙ୍କ ପରି, ମୁଁ ମଧ୍ୟ ପରମେଶ୍ୱରଙ୍କ ନିମନ୍ତେ ଅତି ଉତ୍ସାହୀ ଥିଲି।


ତିନି ଦିନ ପରେ ସେମାନେ ଯୀଶୁଙ୍କୁ ପାଇଲେ। ଯୀଶୁ ମନ୍ଦିର ଭିତରେ ଧର୍ମଗୁରୁମାନଙ୍କ ସହିତ ବସିଥିଲେ। ସେ ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ସବୁ ପଗ୍ଭରୁଥିଲେ।


ଦିନେ ଯୀଶୁ ଲୋକମାନଙ୍କୁ ଉପଦେଶ ଦେଉଥିଲେ। ସେଠାରେ ଫାରୂଶୀ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ମଧ୍ୟ ବସିଥିଲେ। ସେମାନେ ଗାଲିଲୀର ପ୍ରତ୍ୟେକ ନଗରରୁ, ଯିହୂଦା ତଥା ଯିରୁଶାଲମରୁ ଆସିଥିଲେ। ପ୍ରଭୁ ଲୋକଙ୍କୁ ସୁସ୍ଥ କରି ଦେବା ପାଇଁ ଯୀଶୁଙ୍କୁ ଶକ୍ତି ଦେଉଥିଲେ।


ହେ ପରମେଶ୍ୱର, ଯେତେବେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କ୍ରୋଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।


ସେମାନଙ୍କୁ ସଭାରୁ ଗ୍ଭଲିଯିବା ପାଇଁ ଆଦେଶ ଦେଲେ। ତା'ପରେ ନେତାମାନେ କ’ଣ କରିବେ, ସେ ବିଷୟରେ ପରସ୍ପର ମଧ୍ୟରେ କଥାବାର୍ତ୍ତା ହେଲେ।


ତା'ପରେ ଅଧିପତିଗଣ ଓ ସମସ୍ତ ଲୋକ ଯାଜକମାନଙ୍କୁ ଓ ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ କହିଲେ, “ଯିରିମିୟ ପ୍ରାଣଦଣ୍ଡର ଯୋଗ୍ୟ ନୁହେଁ। କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯିରିମିୟଙ୍କୁ ଏହିସବୁ କହିଛନ୍ତି।”


ସେତେବେଳେ ଦେଶର ପ୍ରାଚୀନବର୍ଗଙ୍କ ମଧ୍ୟରୁ କେହି କେହି ଉଠି ସମସ୍ତ ଲୋକଙ୍କୁ ଏହିକଥା କହିଲେ।


ଆଉ ରାଜା ଯେପରି ପୁସ୍ତକ ପୋଡ଼ି ନ ପକାନ୍ତି, ଏଥିପାଇଁ ଇ‌‌ଲ୍‌‌ନାଥନ୍, ଦଲାୟ ଓ ଗମରିୟ ତାହାଙ୍କୁ ନିବେଦନ କରିଥିଲେ, ମାତ୍ର ସେ ସେମାନଙ୍କ କଥା ଶୁଣିଲେ ନାହିଁ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଇସ୍ରାଏଲର ଜଣେ ପ୍ରଧାନ ଗୁରୁ, କିନ୍ତୁ ତୁମ୍ଭେ ଏସବୁ କଥା ବୁଝି ପାରୁ ନାହଁ?


ଏହା ଶୁଣି ପ୍ରେରିତମାନେ ସକାଳୁ ମନ୍ଦିରକୁ ଯାଇ ଲୋକମାନଙ୍କୁ ଉପଦେଶ ଦେଲେ। ଏହି ସମୟରେ ମହାଯାଜକ ଓ ତାହାଙ୍କର ବନ୍ଧୁମାନେ ସେହି ମନ୍ଦିରର ଅନ୍ୟ ପାଖରେ ପହଞ୍ଚି ଇସ୍ରାଏଲର ବିଶିଷ୍ଟ ଲୋକମାନଙ୍କର ଏକ ସଭା ଡାକିଲେ। ସେମାନେ ପ୍ରେରିତମାନଙ୍କୁ କାରାଗାରରୁ ଆଣିବା ପାଇଁ କିଛି ଲୋକଙ୍କୁ ପଠାଇଲେ।


ସେମାନେ ପ୍ରେରିତମାନଙ୍କୁ ଭିତରକୁ ଆଣି ମହାସଭାରେ ଉପସ୍ଥିତ କରାଇଲେ। ତା'ପରେ ମହାଯାଜକ ସେମାନଙ୍କୁ ପଗ୍ଭରିଲେ,


ତା'ପରେ ସେ ସେମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହି ଲୋକମାନଙ୍କ ପାଇଁ ଯାହା କରିବାକୁ ଯାଉଛ ସେଥିପାଇଁ ସାବଧାନ ରୁହ।


Swiv nou:

Piblisite


Piblisite