Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:7 - ପବିତ୍ର ବାଇବଲ

7 ପ୍ରାୟ ତିନିଘଣ୍ଟା ବିତିଗଲା ପରେ ତା’ ସ୍ତ୍ରୀ ଶଫୀରା ସେଠାରେ ପହଞ୍ଚିଲା। ସେ ଏହି ଘଟଣା ବିଷୟରେ କିଛି ମଧ୍ୟ ଜାଣି ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କʼଣ ଘଟିଅଛି, ତାହା ସେ ଜାଣି ନ ଥିଲା।

Gade chapit la Kopi

ଓଡିଆ ବାଇବେଲ

7 ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କ'ଣ ଘଟିଅଛି, ତାହା ସେ ଜାଣି ନ ଥିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ପ୍ରାୟ ତିନି ଘଣ୍ଟା ପରେ ହନନୀୟର ସ୍ତ୍ରୀ ଆସି ପହଞ୍ଚିଲା। ସେ ଏ ଘଟଣା ବିଷୟ ଜାଣି ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କଅଣ ଘଟିଅଛି, ତାହା ସେ ଜାଣି ନ ଥିଲା।

Gade chapit la Kopi




ପ୍ରେରିତ 5:7
2 Referans Kwoze  

ତା'ପରେ ଯୁବକମାନେ ତାହାକୁ ଲୁଗାରେ ଗୁଡ଼େଇ ନେଇ ବାହାରକୁ ଗ୍ଭଲିଗଲେ ଓ କବର ଦେଲେ।


ପିତର ତାହାକୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ ତୁମ୍ଭ ଜମି ସେତିକି ଦା‌‌‌ମ୍‌‌‌ରେ ବିକ୍ରୀ କରିଛ କି?” ସେ ଉତ୍ତର ଦେଲା, “ହଁ, ସେହି ଦା‌‌‌ମ୍‌‌‌ରେ।”


Swiv nou:

Piblisite


Piblisite