ପ୍ରେରିତ 5:8 - ପବିତ୍ର ବାଇବଲ8 ପିତର ତାହାକୁ ପଗ୍ଭରିଲେ, “ମୋତେ କୁହ, ତୁମ୍ଭେ ତୁମ୍ଭ ଜମି ସେତିକି ଦାମ୍ରେ ବିକ୍ରୀ କରିଛ କି?” ସେ ଉତ୍ତର ଦେଲା, “ହଁ, ସେହି ଦାମ୍ରେ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଆଉ, ପିତର ତାହାକୁ ଉତ୍ତର ଦେଲେ, କୁହ ତ, ତୁମ୍ଭେମାନେ କʼଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ? ସେ କହିଲା, ହଁ, ସେତିକିରେ। Gade chapit laଓଡିଆ ବାଇବେଲ8 ଆଉ, ପିତର ତାହାକୁ ଉତ୍ତର ଦେଲେ, "କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ" ? ସେ କହିଲା, ହଁ, ସେତିକିରେ । Gade chapit laପବିତ୍ର ବାଇବଲ (CL) NT (BSI)8 ତାକୁ ପିତର ପଚାରିଲେ, “ତୁମେ ଓ ତୁମର ସ୍ୱାମୀ ଯେଉଁ ସମ୍ପତ୍ତି ବିକ୍ରୟ କଲ, ଏହା କ’ଣ ତା’ର ସଂପୂର୍ଣ୍ଣ ମୂଲ୍ୟ?” ସେ କହିଲା, “ହଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ପିତର ତାହାକୁ ଉତ୍ତର ଦେଲେ, କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ? ସେ କହିଲା, ହଁ, ସେତିକିରେ। Gade chapit la |