ପ୍ରେରିତ 6:1 - ପବିତ୍ର ବାଇବଲ1 ଏହି ସମୟ ମଧ୍ୟରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିଗଲା। ସେତେବେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧରେ ଅଭିଯୋଗ କଲେ। ସେମାନଙ୍କ ବିଧବାମାନଙ୍କୁ ଉଚିତ୍ ପରିମାଣରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୁଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ପରିଚର୍ଯ୍ୟାରେ ସେମାନଙ୍କର ବିଧବାମାନଙ୍କୁ ଉପେକ୍ଷା କରାଯାଉଥିଲା। Gade chapit laଓଡିଆ ବାଇବେଲ1 ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନେ ଏବ୍ରୀୟମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା । Gade chapit laପବିତ୍ର ବାଇବଲ (CL) NT (BSI)1 କିଛି ସମୟ ପରେ ଶିଷ୍ୟମାନଙ୍କ ସଂଖ୍ୟା ବଢ଼ିବା ସଙ୍ଗେ ସଙ୍ଗେ ଗ୍ରୀକ୍ଭାଷାବାଦୀ ଇହୁଦୀ ଓ ସ୍ଥାନୀୟ ଇହୁଦୀମାନଙ୍କ ମଧ୍ୟରେ କଳହ ହେଲା। ଦୈନିକ ଆର୍ଥିକ ସାହାଯ୍ୟ ବଣ୍ଟନ ସମୟରେ ସେମାନଙ୍କର ବିଧବାମାନଙ୍କୁ ଅବହେଳିତ କରାଯାଉଛି ବୋଲି ଗ୍ରୀକ୍ ଭାଷାବାଦୀ ଇହୁଦୀମାନେ ଆପତ୍ତି କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା। Gade chapit la |
ତା'ପରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ୟ ଦେବା ସେମାନଙ୍କ ବିରୁଦ୍ଧରେ, ଯେଉଁମାନେ ମାୟାବୀ, ବ୍ୟଭିଗ୍ଭରୀ, ମିଥ୍ୟାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ୟାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡ଼ି ଦିଅନ୍ତି। ସେହିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।