ପ୍ରେରିତ 7:13 - ପବିତ୍ର ବାଇବଲ13 ସେମାନଙ୍କର ଦ୍ୱିତୀୟ ଥର ଯିବା ସମୟରେ ଯୋଷେଫ ନିଜ ଭାଇମାନଙ୍କ ପାଖରେ ପରିଚିତ ହେଲେ ଓ ଫାରୋ ଯୋଷେଫଙ୍କ ପରିବାର ବିଷୟରେ ଜାଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ଦ୍ଵିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ। Gade chapit laଓଡିଆ ବାଇବେଲ13 ପୁଣି, ଦ୍ୱିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ । Gade chapit laପବିତ୍ର ବାଇବଲ (CL) NT (BSI)13 ସେଠାକୁ ସେମାନେ ଦ୍ୱିତୀୟ ଥର ଯିବା ସମୟରେ ଯୋସେଫ ତାଙ୍କ ଭାଇମାନଙ୍କ ନିକଟରେ ନିଜର ପରିଚୟ ଦେଲେ ଓ ମିସରର ରାଜା ଯୋସେଫଙ୍କ ପରିବାର ବିଷୟରେ ଅବଗତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଦ୍ୱିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ। Gade chapit la |