Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:21 - ପବିତ୍ର ବାଇବଲ

21 ତାହାଙ୍କୁ ବାହାରେ ପକାଇ ଦେବା ବେଳେ ଫାରୋଙ୍କର କନ୍ୟା ତାହାଙ୍କୁ ନେଲେ ଏବଂ ନିଜ ପୁତ୍ର ଭାବରେ ପାଳିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାଙ୍କୁ ଉଠାଇନେଇ ଆପଣା ପୁତ୍ର ରୂପେ ପ୍ରତିପାଳନ କଲେ।

Gade chapit la Kopi

ଓଡିଆ ବାଇବେଲ

21 ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାହାଙ୍କୁ ଉଠାଇନେଇ ଆପଣା ପୁତ୍ରରୂପେ ପ୍ରତିପାଳନ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ଏବଂ ଯେତେବେଳେ ତାଙ୍କୁ ବାହାରେ ପକାଇ ଦିଆଗଲା, ରାଜାଙ୍କ କନ୍ୟା ତାଙ୍କୁ ପାଇ ନିଜର ସନ୍ତାନ ରୂପେ ଲାଳନପାଳନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାହାଙ୍କୁ ଉଠାଇ ନେଇ ଆପଣା ପୁତ୍ରରୂପେ ପ୍ରତିପାଳନ କଲେ।

Gade chapit la Kopi




ପ୍ରେରିତ 7:21
3 Referans Kwoze  

ମୋଶା ବଡ଼ ହୋଇ ମଣିଷ ହେଲେ। ସେ ଫାରୋଙ୍କ ଝିଅର ପୁତ୍ର ହେବା ପାଇଁ ମନା କଲେ।


“‘ଆମ୍ଭେ ଚିନ୍ତା କଲୁ ଇସ୍ରାଏଲୀୟମାନଙ୍କୁ ଧ୍ୱଂସ କରିବା ପାଇଁ। ତେଣୁ ଲୋକମାନେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଭୁଲିଯିବେ।


Swiv nou:

Piblisite


Piblisite