Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:27 - ପବିତ୍ର ବାଇବଲ

27 ଏହା ଶୁଣି ପଡ଼ୋଶୀ ପ୍ରତି ଅନ୍ୟାୟ କରୁଥିବା ଲୋକଟି ମୋଶାଙ୍କୁ ଠେଲିଦେଇ କହିଲା, ‘ତୁମ୍ଭକୁ ଆମ୍ଭ ଶାସକ ଓ ବିଗ୍ଭରକ ରୂପେ କିଏ ନିଯୁକ୍ତି ଦେଲା?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକ ସ୍ଵରୂପେ ନିଯୁକ୍ତ କଲା?

Gade chapit la Kopi

ଓଡିଆ ବାଇବେଲ

27 କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାହାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକସ୍ୱରୂପେ ନିଯୁକ୍ତ କଲା ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 କିନ୍ତୁ ଯେଉଁ ଲୋକଟି ଅନ୍ୟ ପ୍ରତି ଦୁର୍ବ୍ୟବହାର କରୁଥିଲା, ସେ ମୋଶାଙ୍କୁ ଆଡ଼େଇ ଦେଇ ପଚାରିଲା, ‘ଆମ ଉପରେ ତୋତେ କିଏ ଶାସକ ଓ ବିଚାରପତି କରିଛି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାହାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକସ୍ୱରୂପେ ନିଯୁକ୍ତ କଲା?

Gade chapit la Kopi




ପ୍ରେରିତ 7:27
15 Referans Kwoze  

“ଯେଉଁ ମୋଶାଙ୍କୁ ସେମାନେ ଅବଜ୍ଞା କରି କହିଥିଲେ, ‘କିଏ ତୁମ୍ଭକୁ ଶାସକ ଓ ବିଗ୍ଭରକ କଲା?’ ସେହି ମୋଶାଙ୍କୁ ହିଁ ବର୍ତ୍ତମାନ ପରମେଶ୍ୱର ସେମାନଙ୍କର ଶାସନକର୍ତ୍ତା ଓ ମୁକ୍ତିଦାତା କରି ପଠାଇଲେ। ଯେଉଁ ସ୍ୱର୍ଗଦୂତ ମୋଶାଙ୍କୁ ବୁଦା ଭିତରେ ଦର୍ଶନ ଦେଇଥିଲେ ସେହି ସ୍ୱର୍ଗଦୂତଙ୍କ ସାହାଯ୍ୟରେ ପରମେଶ୍ୱର ମୋଶାଙ୍କୁ ପଠାଇଲେ।


ଏହା ଶୁଣି ଯୀଶୁ କହିଲେ, “ମୋତେ ତୁମ୍ଭମାନଙ୍କର ବିଗ୍ଭର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତରେ ବାଣ୍ଟି ଦେବାକୁ କିଏ କହିଛି?”


ଯିହୂଦୀ ନେତାମାନେ ଏହା ଶୁଣି ସ୍ତିଫାନଙ୍କର ଉପରେ ଭୀଷଣ ରାଗି ଦାନ୍ତ କଡ଼ମଡ଼ କଲେ।


“କିନ୍ତୁ ଆମ୍ଭ ପୂର୍ବପୁରୁଷମାନେ ତାହାଙ୍କୁ ମାନିବା ପାଇଁ ଇଚ୍ଛା କଲେ ନାହିଁ। ସେମାନେ ତାହାଙ୍କୁ ଗ୍ରହଣ କରିବାକୁ ମନା କଲେ ଓ ମିଶରକୁ ଫେରି ଯିବା ପାଇଁ ଇଚ୍ଛା କଲେ।


ଯିହୂଦୀୟ ନେତାମାନେ ଏ କଥା ଶୁଣି ଭୀଷଣ ରାଗିଗଲେ ଓ ପ୍ରେରିତମାନଙ୍କୁ ହତ୍ୟା କରିବା ପାଇଁ ଯୋଜନା କଲେ।


ସେମାନେ ପ୍ରେରିତମାନଙ୍କୁ ସାମନାରେ ଠିଆ କରି ପଗ୍ଭରିଲେ, “ତୁମ୍ଭେମାନେ କେଉଁ କ୍ଷମତା କିମ୍ବା କେଉଁ ଅଧିକାରରେ ଏହି କାର୍ଯ୍ୟ କଲ? ତୁମ୍ଭେମାନେ ଏ ଛୋଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?”


ଯୀଶୁ ମନ୍ଦିର ପରିସରକୁ ଗଲେ। ସେଠାରେ ସେ ଉପଦେଶ ଦେଉଥିବା ସମୟରେ ପ୍ରଧାନଯାଜକ ଓ ଲୋକମାନଙ୍କର ପ୍ରାଚୀନ ନେତାମାନେ ତାହାଙ୍କ ପାଖକୁ ଆସିଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ଆମ୍ଭକୁ କୁହ, ଏଭଳି ସବୁ କାମ କେଉଁ ଅଧିକାରରେ ତୁମ୍ଭେ କରୁଛ? ତୁମ୍ଭକୁ ଏ ଅଧିକାର କିଏ ଦେଲା?”


ଆପଣ ମୋତେ ମୋର ଜୀବନକୁ ରକ୍ଷାକରି, କିଛି ସମୟ ପୂର୍ବରୁ ଆମ୍ଭଙ୍କୁ ଅତ୍ୟନ୍ତ ଦୟା ଓ ଅନୁଗ୍ରହ ଦେଖାଇଛନ୍ତି। କିନ୍ତୁ ମୁଁ ପର୍ବତକୁ ପଳାଇ ଯାଇ ନ ପାରେ। ଏହି ବିପତ୍ତି ହୁଏତ ମୋତେ ଧରି ପକାଇବ ଓ ମାରିଦେବ।


ସେହି ଲୋକ ଜଣକ ଉତ୍ତର ଦେଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କର ଶାସକ ଓ ବିଗ୍ଭରକର୍ତ୍ତା କରି ନିଯୁକ୍ତ କରିଅଛି? ତୁମ୍ଭେ ସେହି ମିଶରୀୟ ଲୋକଟିକୁ ବଧ କଲା ପରି ମୋତେ ବଧ କରିବା ପାଇଁ ଯୋଜନା କରୁଛ କି?” ତହିଁରେ ମୋଶା ଭୟଭୀତ ହେଲେ। ମୋଶା ନିଜକୁ ନିଜେ ଚିନ୍ତା କଲେ, “ଏକଥା ପ୍ରାୟ ସମସ୍ତେ ଜାଣିଛନ୍ତି।”


Swiv nou:

Piblisite


Piblisite