ପ୍ରେରିତ 7:43 - ପବିତ୍ର ବାଇବଲ43 ତୁମ୍ଭେମାନେ ତୁମ୍ଭମାନଙ୍କ ସହିତ ମୋଲଖର ତମ୍ବୁ ଏବଂ ନକ୍ଷତ୍ର ଦେବତା ରମ୍ପାର ମୂର୍ତ୍ତିକୁ ମଧ୍ୟ ବୋହି ନେଇଯାଇଥିଲ। ଏଗୁଡ଼ିକୁ ତୁମ୍ଭେମାନେ ପୂଜା କରିବା ପାଇଁ ତିଆରି କରିଥିଲ। ତେଣୁ ମୁଁ ମଧ୍ୟ ତୁମ୍ଭମାନଙ୍କୁ ବାବିଲନର ଆରପାରିକୁ ପଠାଇ ଦେବି।’ Gade chapit laପବିତ୍ର ବାଇବଲ (Re-edited) - (BSI)43 ବରଂ ତୁମ୍ଭେମାନେ ପୂଜା କରିବା ନିମନ୍ତେ ଯେଉଁ ମୂର୍ତ୍ତିଗୁଡ଼ାକ ଗଢ଼ିଥିଲ, ସେହି ମୋଲଖର ତମ୍ଵୁ ଓ ରମ୍ପା ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ। ଏଣୁ ଆମ୍ଭେ ତୁମ୍ଭମାନଙ୍କୁ ବାବିଲର ଆର ପାଖକୁ ନିର୍ବାସିତ କରିବା। Gade chapit laଓଡିଆ ବାଇବେଲ43 ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୁର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ । ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି । Gade chapit laପବିତ୍ର ବାଇବଲ (CL) NT (BSI)43 କିନ୍ତୁ ତୁମ୍ଭେମାନେ ପୂଜା କରିବା ପାଇଁ ଯେଉଁ ମୂର୍ତ୍ତିସବୁ ଗଢ଼ିଥିଲ, ସେହି ମାଲେଖର ତମ୍ବୁ ଓ ନକ୍ଷତ୍ର ଦେବତା ରମ୍ପାର ପ୍ରତିମୂର୍ତ୍ତିକୁ ବହନ କଲ। ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ବାବିଲୋନର ଅପରପାଶ୍ୱର୍କୁ ନିର୍ବାସିତ କରିବି।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୂର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ। ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି।’ Gade chapit la |
“ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି।