Biblia Todo Logo
Bib sou entènèt

- Piblisite -




ପ୍ରେରିତ 7:9 - ପବିତ୍ର ବାଇବଲ

9 “ସେହି ପୂର୍ବପୁରୁଷମାନେ ଯୋଷେଫଙ୍କର ପ୍ରତି ଈର୍ଷା କରି ତାହାଙ୍କୁ ମିଶର ଦେଶର ଜଣେ ଦାସ ଭାବରେ ବିକ୍ରୀ କରିଦେଲେ। କିନ୍ତୁ ପରମେଶ୍ୱର ଯୋଷେଫଙ୍କ ସହିତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ଵର ତାଙ୍କ ସହିତ ଥିଲେ ,

Gade chapit la Kopi

ଓଡିଆ ବାଇବେଲ

9 ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ୱର ତାହାଙ୍କ ସହିତ ଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 “ଯାକୁବଙ୍କର ପୁତ୍ରମାନେ ସେମାନଙ୍କର ଭାଇ ଯୋସେଫ ପ୍ରତି ଈର୍ଷାନ୍ୱିତ ହୋଇ ତାଙ୍କୁ ମିସର ଦେଶରେ କ୍ରୀତଦାସ ରୂପେ ବିକ୍ରୀ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ବର ତାହାଙ୍କ ସହିତ ଥିଲେ,

Gade chapit la Kopi




ପ୍ରେରିତ 7:9
14 Referans Kwoze  

କିନ୍ତୁ ସଦାପ୍ରଭୁ ଯୋଷେଫଙ୍କର ସହାୟ ହେଲେ ଓ ଯୋଷେଫ ଜଣେ ଭାଗ୍ୟବାନ୍ ପୁରୁଷ ହେଲେ। ଆଉ ସେ ଆପଣା ମିସ୍ରୀୟ କର୍ତ୍ତାର ଗୃହରେ ବାସ କଲେ।


ସଦାପ୍ରଭୁ ସେମାନଙ୍କ ଆଗରେ ଯୋଷେଫ ନାମକ ଏକ ବ୍ୟକ୍ତିକୁ ମିଶରକୁ ପଠାଇଥିଲେ। ଯୋଷେଫ ଦାସ ପରି ବିକ୍ରୀ ହୋଇଥିଲା।


ତୁମ୍ଭେ ଯେତେବେଳେ ଦୁଃଖରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବୁ। ଜଳ ମଧ୍ୟରେ ଗମନ କଲାବେଳେ ତୁମ୍ଭର ସଙ୍ଗୀ ହେବୁ। ଫଳରେ ତୁମ୍ଭେ ଜଳରେ ମଗ୍ନ ହେବ ନାହିଁ। ଅଗ୍ନିରେ ଗମନ କଲାବେଳେ ଦ‌ଗ୍‌ଧିଭୂତ ହେବ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।


ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ। ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।


ତେଣୁ ଯୋଷେଫ ତାଙ୍କର ଭାଇମାନଙ୍କୁ କହିଲେ, “ମୋ’ ନିକଟକୁ ଆସ, ମୁଁ ନିବେଦନ କରୁଛି ମୋ’ ନିକଟକୁ ଆସ।” ତେଣୁ ତାଙ୍କର ଭାଇମାନେ ତାଙ୍କ ନିକଟକୁ ଗଲେ। ତେଣୁ ଯୋଷେଫ ସେମାନଙ୍କୁ କହିଲେ, “ମୁଁ ତୁମ୍ଭର ଭାଇ ଯୋଷେଫ, ମୁଁ ହେଉଛି ସେହି ଭାଇ ଯାହାକୁ ତୁମ୍ଭେମାନେ ବିକ୍ରି କଲ କ୍ରୀତଦାସ ପରି କ୍ରେତାମାନଙ୍କୁ, ଯେଉଁମାନେ ସେମାନଙ୍କର ମିଶରୀୟ ରାସ୍ତାରେ ଥିଲେ।


ପୀଲାତ ଜାଣିଥିଲେ ଯେ ଲୋକମାନେ ଯୀଶୁଙ୍କ ପ୍ରତି ଈର୍ଷାପରାୟଣ ଥିଲେ। ସେଥିପାଇଁ ତାହାଙ୍କ ହାତରେ ଯୀଶୁଙ୍କୁ ସମର୍ପି ଦେଇଛନ୍ତି।


ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ। ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ଷିଲା।


କିନ୍ତୁ ବର୍ତ୍ତମାନ ସଦାପ୍ରଭୁ କୁହନ୍ତି, “ଯିରୁବ୍ବାବିଲର ସାହସ ଜଗାଅ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ, ତୁମ୍ଭେ ଜଣେ ମହାଯାଜକ ସାହସ ଜଗାଅ ଏବଂ ତୁମ୍ଭେ ସବୁଲୋକ ସାହସ ଜଗାଅ।” ସଦାପ୍ରଭୁ କୁହନ୍ତି, “ଏହି କାର୍ଯ୍ୟ ଗ୍ଭଲୁ ରଖ, କାରଣ ଆମ୍ଭେ ତୁମ୍ଭମାନଙ୍କ ସହିତ ଅଛୁ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ।


ପ୍ରେମ ଦୀର୍ଘ ସହିଷ୍ଣୁ। ପ୍ରେମ ଦୟାବାନ। ପ୍ରେମରେ ଈର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ।


Swiv nou:

Piblisite


Piblisite