ପ୍ରେରିତ 8:11 - ପବିତ୍ର ବାଇବଲ11 ଶିମୋନ ଲୋକମାନଙ୍କୁ ବହୁତ ସମୟ ପର୍ଯ୍ୟନ୍ତ ଯାଦୁ ବିଦ୍ୟାରେ ମୁଗ୍ଧ କରି ପାରୁଥିବା କଥା ସମସ୍ତେ ଶୁଣିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ସେମାନେ ତାହାଙ୍କୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ଵାରା ସେମାନଙ୍କୁ ଆଚମ୍ଵିତ କରିଥିଲା। Gade chapit laଓଡିଆ ବାଇବେଲ11 ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ବିତ କରିଥିଲା । Gade chapit laପବିତ୍ର ବାଇବଲ (CL) NT (BSI)11 ସେହି ଗୁଣି ବିଦ୍ୟା ବଳରେ ଅନେକ ଦିନ ଧରି ସେ ଶମିରୋଣୀୟମାନଙ୍କୁ ତା’ର ଅନୁଗତ କରି ରଖିଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ଭିତ କରିଥିଲା। Gade chapit la |
କେତେକ ଲୋକ କୁହନ୍ତି, “ଭବିଷ୍ୟଦ୍ବକ୍ତା ଓ ଗୁଣିଆମାନଙ୍କୁ କ’ଣ କରିବାକୁ ହେବ ପଗ୍ଭର। ଏହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ପକ୍ଷୀ ପରି ଗୁଣୁଗୁଣୁ ହୋଇ ମନ୍ତ୍ର କୁହନ୍ତି, ଫଳରେ ଲୋକମାନେ ଭାବନ୍ତି ସେମାନେ ବହୁ ଗୋପନୀୟ ମୃତ ଓ ଜୀବିତମାନଙ୍କ ବିଷୟରେ ଜାଣନ୍ତି।” ମାତ୍ର ମୁଁ ତୁମ୍ଭକୁ କହୁଛି ଯେ “ଲୋକମାନେ ସେମାନଙ୍କର ପରମେଶ୍ୱରଙ୍କୁ ସାହାଯ୍ୟ ଭିକ୍ଷା କରିବା ଉଚିତ୍। ସେହି ଆଗତ ଭବିଷ୍ୟତ କହୁଥିବା ବ୍ୟକ୍ତି ଓ ଗୁଣିଆଗଣ ମୃତ ବ୍ୟକ୍ତିଙ୍କ ବିଷୟରେ ପଗ୍ଭରନ୍ତି। ସେମାନେ କ’ଣ ଜୀବିତମାନଙ୍କ ବିଷୟରେ ମୃତମାନଙ୍କଠାରୁ ଜାଣି ପାରିବେ?”