Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:12 - ପବିତ୍ର ବାଇବଲ

12 କିନ୍ତୁ ଯେତେବେଳେ ସେମାନେ ଫିଲି‌ପ୍‌ପଙ୍କଠାରୁ ପରମେଶ୍ୱରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟକ ସୁସମ୍ବାଦ ଶୁଣିଲେ, ସେତେବେଳେ ସେମାନେ ଫିଲି‌ପ୍‌ପଙ୍କ କଥାରେ ବିଶ୍ୱାସ କରି ବାପ୍ତିଜିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କିନ୍ତୁ ଫିଲିପ୍ପ ଈଶ୍ଵରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାଙ୍କ କଥାରେ ବିଶ୍ଵାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।

Gade chapit la Kopi

ଓଡିଆ ବାଇବେଲ

12 କିନ୍ତୁ ଫିଲିପ୍ପ ଈଶ୍ୱରଙ୍କ ରାଜ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 କିନ୍ତୁ ଫିଲିପ୍ପଙ୍କଠାରୁ ଈଶ୍ୱରଙ୍କ ରାଜ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ସମ୍ପର୍କରେ ଶୁଭବାର୍ତ୍ତା ଶୁଣି, ସେଥିପ୍ରତି ଲୋକମାନଙ୍କର ବିଶ୍ୱାସ ଜାତ ହେଲା ଓ ସେ ଅଞ୍ଚଳର ସ୍ତ୍ରୀ ପୁରୁଷ ସମସ୍ତେ ଜଳଦୀକ୍ଷା ଗ୍ରହଣ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କିନ୍ତୁ ଫିଲିପ୍ପ ଈଶ୍ବରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।

Gade chapit la Kopi




ପ୍ରେରିତ 8:12
22 Referans Kwoze  

ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ।


ଏହି ଘଟଣାଟି ଯୀଶୁଙ୍କର ମୃତ୍ୟୁ ପରେ ଘଟିଥିଲା। କିନ୍ତୁ ଅନେକ ଶକ୍ତିଯୁକ୍ତ କାର୍ଯ୍ୟ ଦ୍ୱାରା ସେ ପ୍ରମାଣିତ କରି ଦେଖେଇ ଦେଲେ ଯେ, ସେ ଜୀବିତ ଥିଲେ। ମୃତ୍ୟୁ ପରେ ପୁନର୍ଜୀବିତ ହୋଇ ଉଠିଥିବାର ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ପ୍ରେରିତମାନେ ଯୀଶୁଙ୍କୁ ଅନେକ ଥର ଦେଖିଲେ। ଯୀଶୁ ପରମେଶ୍ୱରଙ୍କର ରାଜ୍ୟ ବିଷୟରେ ପ୍ରେରିତମାନଙ୍କୁ କହିଲେ।


ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମୋର ଶିଷ୍ୟ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମରେ ତୁମ୍ଭେମାନେ ସେମାନଙ୍କୁ ବାପ୍ତିସ୍ମ ଦିଅ।


ସେହି ଜଳ ବାପ୍ତିସ୍ମ ସଦୃଶ ତୁମ୍ଭକୁ ଏବେ ରକ୍ଷା କରୁଛି। ଶରୀରର ମଇଳା ସଫା କରିବା ବାପ୍ତିସ୍ମ ନୁହେଁ। ମାତ୍ର ବାପ୍ତିସ୍ମ ହେଉଛି, ପରମେଶ୍ୱରଙ୍କୁ ଏକ ହୃଦୟ ମାଗିବା। ଯୀଶୁ ମୃତ୍ୟୁରୁ ଜୀବିତ ହୋଇଥିବାରୁ ଏହା ତୁମ୍ଭକୁ ରକ୍ଷା କରୁଛି।


ଯେଉଁମାନେ ତାହାଙ୍କର ଏହି କଥା ଗ୍ରହଣ କଲେ ସେମାନେ ବାପ୍ତିଜିତ ହେଲେ। ସେଦିନ ସେହି ବିଶ୍ୱାସୀ ଦଳ ସହିତ ଆହୁରି ପ୍ରାୟ ତିନି ହଜାର ଲୋକ ଯୋଗଦେଲେ।


ଅତଏବ ଖ୍ରୀଷ୍ଟଙ୍କଠାରେ ତୁମ୍ଭେ ସମସ୍ତେ ଏକ ହୋଇଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ୱାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତରେ କୌଣସି ଭେଦ ରହିଲା ନାହିଁ।


ହୃଦୟରେ ବିଶ୍ୱାସ ଦ୍ୱାରା ଆମ୍ଭେ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେଉ ଓ ମୁଖ ଦ୍ୱାରା କହି ବିଶ୍ୱାସକୁ ପ୍ରକାଶ କଲେ ଆମ୍ଭେ ଉଦ୍ଧାର ପାଉ।


କିନ୍ତୁ ପ୍ରଭୁଙ୍କ ଦୃଷ୍ଟିରେ, ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ, ଓ ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ।


ଯେତେଲୋକ ପାଉଲଙ୍କୁ ଦେଖିବା ପାଇଁ ଆସୁଥିଲେ, ସେ ସମସ୍ତଙ୍କୁ ସେ ସ୍ୱାଗତ କଲେ ଓ ପାଉଲ ମୁକ୍ତ ଭାବରେ, ବିନା ବାଧାରେ ପୁଣି ଅତି ସାହସର ସହିତ ପରମେଶ୍ୱରଙ୍କ ରାଜ୍ୟ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କଲେ। ପୁଣି ସେହି ଶିକ୍ଷା ଦେବାରୁ କେହିହେଲେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ ନାହିଁ।


“ମୁଁ ଯେଉଁମାନଙ୍କ ନିକଟରେ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ଘୋଷଣା କରିଥିଲି, ଅର୍ଥାତ୍ ତୁମ୍ଭେମାନେ, ତୁମ୍ଭମାନଙ୍କ ମଧ୍ୟରୁ କେହିହେଲେ ବର୍ତ୍ତମାନଠାରୁ ମୋତେ ଆଉ କେବେ ହେଲେ ଦେଖିବାକୁ ପାଇବ ନାହିଁ, ଏହା ମୁଁ ଜାଣେ।


ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କରିବା ନିମନ୍ତେ ଚେତାଇ ଦେଇଅଛି।


କ୍ରୀଷ୍ପ ସେ ସମାଜଗୃହର ମୁଖ୍ୟ ଥିଲେ। ସେ ଓ ତାହାଙ୍କର ପରିବାରର ସମସ୍ତେ ପ୍ରଭୁଙ୍କୁ ବିଶ୍ୱାସ କଲେ। ଅନେକ କରିନ୍ଥୀୟ ଲୋକମାନେ ପାଉଲଙ୍କ ଶିକ୍ଷା ଶୁଣିଲେ, ବିଶ୍ୱାସ କଲେ ଓ ବାପ୍ତିଜିତ ହେଲେ।


ଏହି ବିଶ୍ୱାସୀମାନଙ୍କ ମଧ୍ୟରେ କେତେଜଣ କୁପ୍ର ଓ କୁରୀଣୀର ଲୋକ ଥିଲେ। ସେମାନେ ଆନ୍ତିୟଖିଆକୁ ଆସି ଗ୍ରୀ‌କ୍‌‌ମାନଙ୍କୁ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଗ୍ଭର ଦେଲେ।


ଉଭୟ ପୁରୁଷ ଓ ସ୍ତ୍ରୀ ଅଧିକରୁ ଅଧିକ ପ୍ରଭୁଙ୍କୁ ବିଶ୍ୱାସ କଲେ। ସେମାନେ ବିଶ୍ୱାସୀଙ୍କ ଦଳରେ ସଂଯୁକ୍ତ ହେଲେ।


କିନ୍ତୁ ଯୀଶୁ ତାହାକୁ କହିଲେ, “ମୃତ ଲୋକଙ୍କୁ ମୃତ ଲୋକମାନେ କବର ଦେବେ। କିନ୍ତୁ ତୁମ୍ଭେ ଯାଇ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଗ୍ଭର କର।”


ତା'ପରେ ସେ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟର ସୁସମାଗ୍ଭର ଶୁଣାଇବା ପାଇଁ ଓ ରୋଗୀମାନଙ୍କୁ ସୁସ୍ଥ କରିବା ପାଇଁ ପଠାଇଲେ।


ଯେଉଁମାନେ ଛିନ୍ନ ଭିନ୍ନ ହୋଇଯାଇଥିଲେ, ସେହି ଲୋକମାନେ ଗ୍ଭରିଆଡ଼େ ଯାଇ ସୁସମାଗ୍ଭର କହିଲେ।


ସେମାନେ ଏ କଥା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ।


Swiv nou:

Piblisite


Piblisite